ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷତା ଓ ଅଗ୍ରଗତିର ସ୍ମୃତିଚାରଣ
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ନିଟ୍‌ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଅଯୋଧ୍ୟା: ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିରରେ ଉଡ଼ିଛି ଧର୍ମଧ୍ୱଜା। ଆଜି ଶୁଭ ମୁହୂର୍ତ୍ତରେ ବିରାଟକାୟ ଧର୍ମଧ୍ୱଜାଙ୍କୁ ବିଧିବଦ୍ଧ ଭାବେ ମନ୍ଦିରର ଚୂଡ଼ାରେ ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର
Read More...

ଓଟିଇଟି ୨୦୨୫ ପାଇଁ ବଢିଲା ଫର୍ମ ପୂରଣ ଅବଧି

ଭୁବନେଶ୍ବର; ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୫ ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖ ଦୁଇ ଦିନ ବୃଦ୍ଧି କରାଯାଇଥିବା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ପକ୍ଷରୁ ଜଣାପଡ଼ିଛି। ସାରା ରାଜ୍ୟର ପ୍ରାର୍ଥୀ ମାନେ ଆବେଦନ ପ୍ରକ୍ରିୟା ସମାପ୍ତ କରିବା ପାଇଁ ଅଧିକ ସମୟ
Read More...

ତିନି ମାସ ନିଖୋଜ ଥିବା ଆଇନଜୀବୀଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

ଭୁବନେଶ୍ବର: ନିଖୋଜ ଆଇନଜୀବୀଙ୍କ ମିଳିଲା ଗଳିତ ମୃତଦେହ। ତିନି ମାସ ତଳୁ ଘରୁ କୁଆଡେ ନିଖୋଜ ଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପରିବାର ଲୋକ। ନିଖୋଜ ଯୁବକ ଜଣକ ହେଲେ ଆଇନଜୀବୀ ଗୁଲେଶ ଚନ୍ଦ୍ର ଗୋଚ୍ଛାୟତ (୪୨)। ସେପ୍ଟେମ୍ବରରୁ ଘରୁ କୁଆଡେ ପଳାଇଥିଲେ। ଝାରପୋଖରୀଆ ଥାନା
Read More...

ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ

ନୂଆ ଦିଲ୍ଲୀ: ଭାରତର ନୂଆ ସିଜେଆଇ ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କର ସିଜେଆଇ ଭାବରେ କାର୍ଯ୍ୟକାଳ ୧୫ ମାସ ପାଇଁ ରହିବ। ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ
Read More...

ପରଲୋକରେ ଭେଟେରାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର

ମୁମ୍ବାଇ: ଆରପାରିରେ ବଲିଉଡ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଫଳରେ ସେ ଦୀର୍ଘ ଦିନ ଧରି ହସ୍ପିଟାଲରେ ଭର୍ତ୍ତି ମଧ୍ୟ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା।ବଲିଉଡ୍‌ର ବର୍ଷୀୟାନ
Read More...

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ୨୪/୨୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ଓ ପରେ ଆହୁରି ଘନୀଭୂତ ହୋଇ ୨୮ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇପାରେ ବୋଲି
Read More...

ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ସ୍ୱାସ୍ଥ୍ୟ ସେବାରେ ଆସିବ ପରିବର୍ତ୍ତନ। ରାଜ୍ୟରେ ରୋଗୀ ପରିବହନ ବ୍ୟବସ୍ଥା ସୁଧୁରିବ। ପୁରୁଣା ହୋଇଯାଇଥିବା ଆମ୍ବୁଲାନ୍‌ସକୁ ବଦଳାଇ ୪୨୮ଟି ନୂଆ ଆମ୍ବୁଲାନ୍ସ ପାଇଁ ସରକାର ଟେଣ୍ଡର କରିଥିଲେ। ଏହି କ୍ରମରେ ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ।
Read More...

ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା

ପୁରୀ: ଏମାର ମଠରୁ ବାହାରି ଥିବା ରୂପା ଇଟାକୁ କେଉଁଠି ରଖାହେବ ସେନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରୁପା ଇଟା ଏମାର ମଠର ସମ୍ପତ୍ତି। ସିଦ୍ଧ ମଠର ଜଜମେଣ୍ଟ ଅନୁଯାଇ ମଠର ସମ୍ପତ୍ତି ଜଗନ୍ନାଥଙ୍କର। ସେହି ଦୃଷ୍ଟିକୋଣରୁ ଏମାର ମଠର
Read More...

କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ

ନ୍ୟୁଜ୍ ବ୍ୟୁରୋ: ଚଳିତ ଶୀତ ଋତୁରେ ଉତ୍ତର ଭାରତ ସର୍ବାଧିକ ଭାବେ ପ୍ରଭାବିତ ହୋଇଛି। ସମଗ୍ର ଉତ୍ତର ଭାରତରେ ବାୟୁ ସୂଚକାଙ୍କ ନିମ୍ନରେ ପହଞ୍ଚିବା ସହ ପରିବେଶରେ ଘନ କୁହୁଡି ପରିଲକ୍ଷିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ରେଲୱେ ଚଳିତ ବର୍ଷ ଡିସେମ୍ୱର ୧ ତରିଖରୁ ୨୦୨୬ ମସିହା
Read More...

ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ସମ୍ବଲପୁର: ଶନିବାର ଦିନ ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକୁ ଧକ୍କା ଦେଲା ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ଆଟେଡାଣ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ
Read More...