ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅକଳରେ ପକାଇଦେଇଛନ୍ତି ଆଇଏଏସ୍ ବାବୁ

୪ ଅଫିସରଙ୍କ ନିଯୁକ୍ତିରେ ବିଳମ୍ବ ଆଇଏଏସ୍‌ ଅଦଳବଦଳକୁ ପ୍ରଭାବିତ କଲେଣିଜଣେ ଜଣେ ଅଧିକାରୀଙ୍କ ହାତରେ ଏକାଧିକ ବିଭାଗ, କାହା ସହ କାହାର ତାଳମେଳ ନାହିଁବିହାରରୁ ଡେପୁଟେସନରୁ ଫେରି ମନୀଷ ପୁଣି ୪ମାସ ପାଇଁ ଗଲେ ଛୁଟିରେସଂଜୀବ ଚୋପ୍ରା କେନ୍ଦ୍ରୀୟ ଡେପୁଟେସନରେ ଗଲେ ଅନୁ ଗର୍ଗ ଏସିଏସ୍‌
Read More...

ବିପଜ୍ଜନକ ଜୁନ୍, ଦୁଇଦିନରେ ଗଲାଣି ୭୭ଜଣଙ୍କ ମୁଣ୍ଡ

ଗ୍ରାମାଞ୍ଚଳରେ ଅଧିକ କୋଭିଡ୍ ପରୀକ୍ଷା ଉପରେ ସରକାରଙ୍କ ଗୁରୁତ୍ବଦେଶରେ ଦ୍ବିତୀୟ ତରଙ୍ଗରେ ୫୯୪ ଡାକ୍ତରଙ୍କର ମୃତ୍ୟୁ ଘଟିଛିଦିଲ୍ଲୀ, ଉତ୍ତରପ୍ରଦେଶ ଓ ବିହାରରୁ କେବଳ ୪୫ ପ୍ରତିଶତ, ଓଡ଼ିଶାରୁ ୨୨ ଭୁବନେଶ୍ବର: ଜୁନ୍‌ରେ କୋଭିଡ୍ ସଂକ୍ରମଣ କମିବ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ
Read More...

ତୃତୀୟ ଲହର ପାଇଁ ଅଣ୍ଟାଭିଡ଼ିଲେ ନବୀନ

କୋଭିଡରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ବାପା ମାଙ୍କୁ ହରାଇଥିବା ପିଲାମାନଙ୍କ ପାଇଁ ୧୫ ଦିନ ଭିତରେ ପେନ୍‌ସନ୍‌ ବ୍ୟବସ୍ଥାସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀଙ୍କୁ ୩ ମାସର ଆଗୁଆ ପେନ୍‌ସନ, ବ୍ଲାକ୍‌ ଫଙ୍ଗସର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ କୋଭିଡରେ ନିଜ
Read More...

ଅନୁଗୁଳରେ ବୃହତ କୋଭିଡ୍ ସେଣ୍ଟରର ଲୋକାର୍ପଣ କଲେ ଧର୍ମେନ୍ଦ୍ର

ଅନୁଗୁଳ ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତିଭୂମିକୁ ଆହୁରି ସୁଦୃଢ କରାଯିବ: କେନ୍ଦ୍ରମନ୍ତ୍ରୀଅନୁଗୁଳ ଜିଲ୍ଲାର ବଳରାମପ୍ରସାଦ ଏବଂ ତାଳଚେର ଏମସିଏଲର କୋଭିଡ ହସ୍ପିଟାଲ ପରିଦର୍ଶନପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ ଓ କର୍ମଚାରୀଙ୍କ ସହ କଥା ହେଲେଜେଏସପିଏଲ,
Read More...

ଟିକାକରଣରେ କେଁ ପଶାଇଲା କିଏ?

କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ଜଣାଇଲେ ଓଡ଼ିଶାର ସ୍ବାସ୍ଥ୍ୟ ମନ୍ତ୍ରୀବିଦେଶୀ କଂପାନିମାନେ କେନ୍ଦ୍ରୀୟ ଆଇନକୁ ଆଳ କରି ଖସୁଛନ୍ତିକେନ୍ଦ୍ର ଟିକା କିଣିଲେ, ଓଡ଼ିଶା ଟଙ୍କା ଦେଇ ଆଣିବ ବୋଲି କହିଲା ରାଜ୍ୟବଣ୍ଟନରେ ନମନୀୟତା ଲାଗି କେନ୍ଦ୍ରକୁ ପ୍ରସ୍ତାବ ଦେଲା ଓଡ଼ିଶା ଭୁବନେଶ୍ବର:
Read More...

ନବୀନଙ୍କ ପାଇଁ ପ୍ରଶଂସା ଆଣିଲେ ତିନି ଓଡ଼ିଆ ଆଇଏଏସ୍

ପ୍ରମୁଖ ଯୋଦ୍ଧା ଭାବେ ପ୍ରଶାସନର ଶୀର୍ଷରେ ରହି ନେଉଛନ୍ତି ନେତୃତ୍ବବାତ୍ୟା 'ୟାସ୍‌'କୁ ଯେଭଳି ମୁକାବିଲା କରିଛନ୍ତି, କୋଭିଡ୍ ମୁକାବିଲା ବି ସେମିତିବିପର୍ଯ୍ୟୟ ମୁକାବିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେ ଦେଶରେ ଟପର୍ସବୁ ଘରେ ଯୋଦ୍ଧା ସୃଷ୍ଟି ଫର୍ମୁଲାକୁ ବିଶିଷ୍ଟ ବ୍ୟକ୍ତିମାନେ
Read More...

ଘାତକ ହେଲା ମେ’; ଜୁନ୍‌ ଉପରେ ଆଖି

ଉଜାଡ଼ିଦେଲା ପରିବାର, ସାରା ଓଡ଼ିଶାକୁ କନ୍ଦେଇଲାଏପ୍ରିଲ ଅପେକ୍ଷା ମେ'ରେ ରାଜ୍ୟ ଦେଖିଲା କରୋନାର ଭୀଷଣ ଚିତ୍ରତିନିଗୁଣ ବଢ଼ିଲେ ସଂକ୍ରମିତ, ୬ଗୁଣରୁ ଅଧିକ ବଢ଼ିଲା ମୃତ୍ୟୁ ସଂଖ୍ୟା ଭୁବନେଶ୍ବର: ନିଦ ହଜାଇଦେଇଛି କରୋନା। କାହାର ପରିବାରକୁ ସମ୍ପୂର୍ଣ୍ଣ ମୂଳପୋଛ କରିଦେଉଛି ତ ଆଉ
Read More...

ଲୋକସଂପର୍କ ବିଭାଗ ନିର୍ଦେଶକ ଦାୟିତ୍ବ ନେଲେ ନିରଞ୍ଜନ

ଭୁବନେଶ୍ବର: ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଦୀର୍ଘ ୧ ବର୍ଷ ୧୦ ମାସ ଧରି ସେ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ । ତାଙ୍କ କାର୍ଯ୍ୟକାଳ ସମୟରେ କୋଭିଡ୍ ପରିସ୍ଥିତିରେ ଗଣମାଧ୍ୟମ ସୁପରିଚାଳନା କରିବା
Read More...

୩ମାସ ବଦଳରେ ୩ବର୍ଷ ମିଳିଲା

କେନ୍ଦ୍ର-ପଶ୍ଚିମବଙ୍ଗ ବିବାଦରେ ନାଟକୀୟ ମୋଡ଼ଭାରତର ସଂଘୀୟ ବ୍ୟବସ୍ଥା ପ୍ରତି ସାଂଘାତିକ ବିପଦକେନ୍ଦ୍ରକୁ ଗଲେନି ଅଲପାନ୍, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ କୋଲକାତା: କେନ୍ଦ୍ର-ପଶ୍ଚିମବଙ୍ଗ ସରକାରରେ ସାପ-ଶିଡି ଖେଳ ଚାଲିଛି। କେତେବେଳେ କେନ୍ଦ୍ର ବାଜିମାତ୍ କରୁଛି ତ ଆଉ
Read More...