ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଜେପି ଓ ଧର୍ମେନ୍ଦ୍ରଙ୍କ ପାଇଁ ଅଗ୍ନୀପରୀକ୍ଷା

ଟିକେଟ୍ ବଣ୍ଟନରେ ଧର୍ମେନ୍ଦ୍ରଙ୍କ ପତିଆରା ରହିଲାନିର୍ବାଚନ ପୂର୍ବରୁ ରାଜନୈତିକ ଧକ୍‌କା ଖାଇଲେ ପ୍ରତାପନିର୍ବାଚନରେ ପୂର୍ଣ୍ଣ ସକ୍ରିୟତା ନ ଦେଖାଇଲେ ଆଗକୁ ମହଙ୍ଗା ଭୁବନେଶ୍ବର: ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ଏବେ ବିଜେପିର ଆଭ୍ୟନ୍ତରୀଣ ରାଜନୀତିକୁ ଉଷ୍ମ କରିତୋଳିଛି।
Read More...

ଯେବେ ବାପା ଓ ମାଆ ସ୍ବାର୍ଥପର ହୁଅନ୍ତି!

ଭୁବନେଶ୍ବର: ଦୁନିଆ କହେ ନିସ୍ବାର୍ଥପର ଭଲ ପାଇବା କେବଳ ବାପା,ମାଆଙ୍କ ପାଖରୁ ମିଳେ। କିନ୍ତୁ ଏମିତି ଗୋଟିଏ ନିଷ୍ଠୁର ଅଭିଭାବକ ସାମ୍ନାକୁ ଆସିଛନ୍ତି, ଯାହାଙ୍କ କାରନାମା ଯେ କୌଣସି ନିର୍ଦୟ ଲୋକର ହୃଦୟକୁ ତରଳାଇ ଦେବ। ନିଜର ଖୁସି ପାଇଁ ନିଜର ସନ୍ତାନକୁ ବିକ୍ରି କରିଦେବା ଭଳି
Read More...

ବିଜେଡି ପ୍ରାର୍ଥୀ ଚୂଡାନ୍ତ, ଯେ କୌଣସି ମୁହୂର୍ତ୍ତରେ ଘୋଷଣା

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଛି। ସେପଟେ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବିଜେଡି ଉଭୟ ଆସନ ଲାଗି ପ୍ରାର୍ଥୀ ଚୟନ ଚୂଡାନ୍ତ କରିଛି। ଯେ କୌଣସି ମୁହୂର୍ତ୍ତରେ ବିଜେଡି ମୁଖିଆ ଏହି ତାଲିକା ଉପରେ ମୋହର
Read More...

ସମ କୋଭିଡ ହସ୍ପିଟାଲ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ସମ କୋଭିଡ ହସ୍ପିଟାଲ ର ଚିକିତ୍ସା ତଥା ଡାକ୍ତରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଏହି ହସ୍ପିଟାଲର ଦାୟିତ୍ବରେ ଥିବା ଡାକ୍ତରମାନେ ଯେଉଁଭଳି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ସଂପାଦନ
Read More...

ତିନି ଘଣ୍ଟା ଧରି ରୁଦ୍ଧ ଦ୍ବାରରେ କି ଆଲୋଚନା ହେଲା?

ଚେଲ୍ଲାକୁମାରଙ୍କ ପ୍ରଥମ ଗସ୍ତରେ କଂଗ୍ରେସ ଶିବିରରେ କମ୍ପନଉପନିର୍ବାଚନ ପରେ ଦଳରେ ଏକ ବଡ଼ ପରିବର୍ତ୍ତନ ସମ୍ଭାବନାକାହିଁକି ଦଳ ବିପର୍ଯ୍ୟୟ ସାମ୍ନା କରୁଛି, କିଏ ଦୋଷୀ ସେ ତଥ୍ୟ ନେଲେ ଭୁବନେଶ୍ବର: ଓଡ଼ିଶା ପ୍ରଭାରୀ ଡାକ୍ତର ଚେଲ୍ଲାକୁମାରଙ୍କ ଗସ୍ତ ଏବେ ରାଜ୍ୟ କଂଗ୍ରେସ ଶିବିରକୁ
Read More...

ନୂଆରୂପରେ ଝଲସିବ ହଜାରେ ବର୍ଷର ସହର

କଟକ ସହର ରୂପାନ୍ତରୀକରଣ ପ୍ରକ୍ରିୟାର ପ୍ରଥମ ପାହାଚଏସସିବିକୁ ସଂଯୋଗ କରୁଥିବା ତିନି ଥାକିଆ ରାସ୍ତା ଉଦ୍‌ଘାଟିତତାଳଦଣ୍ଡା କେନାଲ ରାସ୍ତାକୁ ଆହୁରି ସଂପ୍ରସାରିତ କରାଯିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: କଟକ ସହର ରୂପାନ୍ତରୀକରଣ ପ୍ରକ୍ରିୟାର ପ୍ରଥମ ପାହାଚ ସ୍ବରୂପ ଆଜି
Read More...

ବିଜ୍ଞପ୍ତି ଜାରି: ଡେରା ପକାଇଲାଣି ବିଜେଡି

ଭୁବନେଶ୍ବର: ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି।ପ୍ରାର୍ଥୀମାନେ ୧୬ ତାରିଖ ସୁଦ୍ଧା ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିବେ। ୧୭ ତାରିଖ ଦିନ ଯାଞ୍ଚ ଓ ୧୯ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ ହୋଇଛି।
Read More...

ସହିଦ କୋଭିଡଯୋଦ୍ଧାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ। ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିବା ସହିତ
Read More...

କୋଲ୍ ସ୍କାମ: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ୧୯୯୯ରେ ଝାଡଖଣ୍ଡ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ସମ୍ପର୍କିତ କୋଇଲା ସ୍କାମ ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟ ମଙ୍ଗଳବାର ଏଠାରେ ଏକ ସ୍ୱତନ୍ତ୍ର କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସ୍ୱତନ୍ତ୍ର ବିଚାରପତି ଭରତ ପରାସର ଅଟଳ ବିହାରୀ ବାଜପେୟୀ
Read More...

ମହାମାରୀ କୋପ ଟିକେ କମିଲା!

୨୬୧୭କୁ ଖସିଲା ସଂକ୍ରମଣଙ୍କ ସଂଖ୍ୟା, ମୃତକଙ୍କ ତାଲିକା ଉପରମୁହାଁଅମାନିଆ ବଢାଉଛନ୍ତି ସଂକ୍ରମଣ, କିଛି ଲୁଚାଉଛନ୍ତି, ପରୀକ୍ଷା କରୁନାହାନ୍ତିରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୨୪ ଛୁଇଁଲା, ଖୁବ୍ ଶୀଘ୍ର ହଜାରେ ହେବ ଭୁବନେଶ୍ବର: ରାଜ୍ୟରେ କରୋନା କୋପ ଟିକେ କମିଛି କି?
Read More...