ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

୨୭ କୋଟି ବ୍ୟୟ ବହନ କରିବେ ସରକାର ଭୁବନେଶ୍ବର: ଛାତ୍ର ସମାଜର ବୃହତର ସ୍ବାଥ କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...

ପୂଜା ପରେ ଟିକା ଟ୍ରକ୍ ବାହାରିଲା

ନୂଆଦିଲ୍ଲୀ: କରୋନା ବିରୋଧରେ ଦେଶରେ ଚାଲିଥିବା ଲଢେଇ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି।ଟିକାକରଣ ଆରମ୍ଭ ହେବାର ୪ ଦିନ ପୂର୍ବରୁ ଆଜି ଦେଶର ପ୍ରମୁଖ ସହରକୁ କୋଭିସିଲ୍ଡ ଟିକା ପଠାଯାଇଥିବା ଜଣାପଡ଼ିଛି। ଏହି ଟିକା ନେଇ ଏକ ସ୍ପାଇସ୍ ଜେଟ୍ ବିମାନ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରୁ…
Read More...

‘‘ଆମକୁ ଧର୍ଯ୍ୟ ଉପରେ ଉପଦେଶ ଦିଅ ନାହିଁ” ଏମିତି କାହିଁକି କହିଲେ ସୁପ୍ରିମକୋର୍ଟ?

ନୂଆଦିଲ୍ଲୀ: ନୂତନ କୃଷି ଆଇନକୁ ନେଇ କୃଷକ ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ସ୍ଥିତିରେ ଅଛନ୍ତି। ଏହି ପ୍ରସଙ୍ଗ ଏବେ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରାଧୀନ ରହିଛି। ତେବେ ଆଜି ଏହାର ଶୁଣାଣି ବେଳେ ସୁପ୍ରିମକୋର୍ଟଙ୍କ କିଛି ମନ୍ତବ୍ୟ ସମଗ୍ର ଦେଶରେ ହଇଚଇ ସୃଷ୍ଟି ହୋଇଛି। ଆଜି…
Read More...

କେନ୍ଦୁପତ୍ର ତୋଳାଳୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ୯୨.୩୭ କୋଟି ଟଙ୍କାର ବୋନସ୍‌ ଓ ଅନ୍ୟାନ୍ୟ ସହାୟତାଘୋଷଣା କଲେ ମୁଖ୍ୟମନ୍ତ୍ରୀମୃତ୍ୟୁ ଓ ଅକର୍ମଣ୍ୟତା କ୍ଷେତ୍ରରେ ସହାୟତା ଦୁଇ ଲକ୍ଷକୁ ବୃଦ୍ଧି କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ…
Read More...

ଜାତୀୟ ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବଦ୍ଧପରିକର ପ୍ରଧାନମନ୍ତ୍ରୀ

ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀଖୁବ ଶୀଘ୍ର ବିନ୍ଦୁ ସାଗରର ପବିତ୍ର ଜଳ ହେବ ସ୍ୱଚ୍ଛ ଓ ନିର୍ମଳ ପବିତ୍ର ଜଳ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର ପବିତ୍ରତାର ପ୍ରତୀକ ହେବଆଇସିଟି-ଆଇଓସି, ଓବିସିସିର ମିଳିତ ଉଦ୍ୟମରେ ୭୦ ଲକ୍ଷ ବ୍ୟୟରେ ଲାଗିଛି ବିଶେଷ…
Read More...

ଅନୁଷ୍କା-ବିରାଟଙ୍କ ଘରକୁ ଲକ୍ଷ୍ମୀ ଆସୁଛନ୍ତି!

ନୂଆଦିଲ୍ଲୀ: ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି ଏହି ମାସରେ ପିତାମାତା ହେବାକୁ ଯାଉଛନ୍ତି। ଅଭିନେତା ତାଙ୍କର ଶେଷ ତୈମାସିକରେ ଅଛନ୍ତି ଏବଂ ଶିଶୁଟି ଯେ କୌଣସି ମୁହୂର୍ତ୍ତରେ ଭୂମିଷ୍ଠ ହୋଇପାରେ। ଶିଶୁର ଆଗମନ ଖବରକୁ ନେଇ ଉଭୟଙ୍କ ପ୍ରଶଂସକଙ୍କ ମହଲରେ ବେଶ୍ ଚର୍ଚ୍ଚା ଚାଲିଛି। ଏହା…
Read More...

ଟୀକାକରଣ ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ

ଆଗାମୀ ଦୁଇ ମାସ ଅଧିକ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ ଶୀଘ୍ର ଶିକ୍ଷାନୁଷ୍ଠନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ ମାସ ଆମକୁ ସତର୍କତାର ସହ…
Read More...

ଲକ୍ଷ ଲକ୍ଷ କିଲୋମିଟର ଡେଇଁ ଓଡ଼ିଶା ଆସିଲେ

ଏଥର ଚିଲିକାକୁ ଆସିଛନ୍ତି ପୂର୍ବବର୍ଷ ତୁଳନାରେ ଅଧିକ ପ୍ରଜାତିର ପକ୍ଷୀଗତବର୍ଷ ତୁଳନାରେ ଅଧିକ ସଂଖ୍ୟକ ପକ୍ଷୀ ଆସିଥିବା ଗଣତିରୁ ଜଣାପଡ଼ିଲା ଭୁବନେଶ୍ବର: ୬ଟି ପ୍ରଜାତିର ନୂଆ ପକ୍ଷୀ ଆସିଛନ୍ତି ଚିଲିକା। କେବଳ ସେତିକି ନୁହେଁ, ଗତବର୍ଷ ଠାରୁ ଅଧିକ ପକ୍ଷୀ ବି ଆସିଛନ୍ତି। ଚିଲିକା…
Read More...

ଆର୍‌ଏସ୍‌ପିରେ ଗ୍ୟାସ ଲିକ୍, ୨ମୃତ

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଭାବନୀୟ ଘଟଣା ଘଟିଛି। କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଠିକା ଶ୍ରମିକ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଗୁରୁତର ଥିବା ବେଳେ ବାକି…
Read More...

ଦୁର୍ନୀତି ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ

ଦୁର୍ନୀତି ଓ ଅପାରଗତା ଯୋଗୁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡି.ଆଇ.ଜି., ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ଅନ୍ତର୍ଭୁକ୍ତ…
Read More...