ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର

କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ

କଟକ: କଟକରେ ଗୁଳିକାଣ୍ଡ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସୌମ୍ୟ ରଞ୍ଜନ ଜେନା (ରିଙ୍କୁ)। ଘଟଣାଟି ମଧୁପାଟଣା ଥାନା ଅଧୀନ ନୂଆପଡ଼ା ପ୍ରେସ୍ କଲୋନୀରେ ଘଟିଛି। ସୌମ୍ୟ ଓ କିଛି ଯୁବକ ଏକାଠି ଭୋଜି କରୁଥିବାବେଳେ ସେମାନଙ୍କ ମଧ୍ୟରେ ବଚସା ହୋଇଥିଲା। ବଚସା ସମୟରେ କେହି ଜଣେ
Read More...

ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

ନ୍ୟୁଜ୍ ବ୍ୟୁରୋ: ବାଜିଛି ରାଜ୍ୟସଭା ନିର୍ବାଚନ ବିଗୁଲ। ଘୋଷଣା ହୋଇଛି ବିଧିବଦ୍ଧ ତାରିଖ। ସବୁ ଅପେକ୍ଷାର ଅନ୍ତ ଘଟିଛି, ଶେଷରେ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ମାର୍ଚ୍ଚ ୧୬ତାରିଖରେ ନିର୍ବାଚନ ହେବ ବୋଲି ପ୍ରେସନୋଟ୍‌ ଜାରି କରି ଭାରତୀୟ ନିର୍ବାଚନ କମିଶନ ସୂଚନା
Read More...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

ନ୍ୟୁଜ୍ ବ୍ୟୁରୋ: କଂଗ୍ରେସ ଦଳକୁ ବିଦାୟ ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ। ସେ ଆଜି ରାଜ୍ୟ କଂଗ୍ରେସ ସଭାପତିଙ୍କ ନିକଟକୁ ନିଜ ଇସ୍ତଫା ପତ୍ର ପଠାଇ ଦଳରୁ ପଦତ୍ୟାଗ କରିଛନ୍ତି। ଦଳକୁ ପର୍ଯ୍ୟାପ୍ତ ସମୟ ଦେଇପାରୁ ନଥିବାରୁ ସେ ଏହି ସିଦ୍ଧାନ୍ତ ନେଇଥିବା କହିଛନ୍ତି। ଏହା ପୂର୍ବରୁ ସେ
Read More...

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ଯୋଗଦେବେ ବିଲ୍ ଗେଟ୍ସ

ନ୍ୟୁଜ୍ ବ୍ୟୁରୋ: ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ବିଲ୍ ଗେଟ୍ସ ଯୋଗଦେବେ ନାହିଁ ବୋଲି ଯେଉଁ ଖବର ପ୍ରଚାର ହୋଇଥିଲା, ତାହାକୁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ଭାରତ କାର୍ଯ୍ୟାଳୟ ପକ୍ଷରୁ ଖଣ୍ଡନ କରାଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ସେ ଏହି ସମ୍ମିଳନୀରେ
Read More...

୭ରେ ଓଡ଼ିଶା ଆସିବେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ମାସ ମାର୍ଚ୍ଚ ୭ ତାରିଖରେ କେନ୍ଦ୍ରଗୃହ ମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ସେ ଦୁଇଟି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। କଟକ ମୁଣ୍ଡଳିରେ ଅବସ୍ଥିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ପ୍ରତିଷ୍ଠା ଦିବସ ଅବସରରେ ସେ ଉପସ୍ଥିତ ରହିବେ। ଏହା ସହ ରାଜ୍ୟରେ
Read More...

ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ। ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ
Read More...

ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ସୁଭଦ୍ରା ଟଙ୍କା ମାର୍ଚ୍ଚ ୮ରେ ମିଳିବ। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ୧କୋଟିରୁ ଅଧିକ ମହିଳାଙ୍କ
Read More...

ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ।ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ସେ କହିଛନ୍ତି ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ୍ ହେବ ଓଡିଶା। ୨୦୩୬ ମସିହାରେ ଓଡିଶା ଗଠନକୁ ଶହେ
Read More...

ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ବଲପୁର: ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳେ ତାଙ୍କ ବୟସ ୭୯ ବର୍ଷ ଥିଲା। ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ କିଛିଦିନ ଧରି
Read More...

କେମିକାଲ କାରଖାନାରେ ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ରାଜସ୍ଥାନ: ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି। ନିଆଁ ଲାଗି ୮ ଜଣ ଜୀବନ୍ତ ଦଗ୍ଧ। ଖବର ପାଇ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ରଖିଛି। କେଉଁ କାରଣରୁ ନିଆଁ ଲାଗିଛି ତଦନ୍ତ କରୁଛି ପୋଲିସ।ସୂଚନା ଅନୁଯାୟୀ, ସୋମବାର
Read More...