୧୦ରେ ଓଡ଼ିଶା ଆସିବେ ଅମିତ ଶାହା
ନୁଆଦିଲ୍ଲୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର!-->…
Read More...
Read More...