ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଟିଡିପି ପରେ ଟିଏମ୍‍ସିର ଆଖି

ଭୁବନେଶ୍ୱର: କେନ୍ଦ୍ରରେ ନରେନ୍ଦ୍ର ମୋଦୀ ସରକାରଙ୍କୁ ଗାଦିଚ୍ୟୁତ କରିବା ଲାଗି ନିକଟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ବିରୋଧୀ ନେତାମାନଙ୍କର ମହାମିଳନ କରିଥିଲେ । ଏହାର ଦିନ ୧୦ଟା ଯାଇନି, ଆଜି ତୃଣମୂଳ କଂଗ୍ରେସ ସାଂସଦ ଡେରିକ୍‍ ଓ ବ୍ରେନ ଭୁବନେଶ୍ୱରରେ ଘୋଷଣା…
Read More...

ଅନ୍ତର୍ଜାତୀୟସ୍ତରର ବିଶେଷଜ୍ଞ କମିଟି କରିବେ କୋଣାର୍କ ଅନୁଧ୍ୟାନ

ଓଡ଼ିଶାରେ କେନ୍ଦ୍ର-ରାଜ୍ୟ ଉଚ୍ଚସ୍ତରୀୟ ବୈଠକ ସେପଟେ ହାଇକୋର୍ଟରେ ପ୍ରତ୍ନତତ୍ତ୍ୱ ବିଭାଗକୁ ଝଟ୍‍କା ଫାଙ୍କୁଥିଲେ, ରାଜ୍ୟ ଚାପରେ ତଦନ୍ତ ପାଇ ରାଜି ହେଲେ ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ କୋଣାର୍କ କୀର୍ତିରାଜି ସୁରକ୍ଷା ପ୍ରସଙ୍ଗରେ ଆଜି କେନ୍ଦ୍ର ସରକାର ଶେଷରେ ମୁଣ୍ଡ ନୁଆଁଇଛନ୍ତି ।…
Read More...

ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ମଧ୍ୟରେ ଅବପାତ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟର୍ପ ରେଖା ଆଜି ଲଘୁଚାପ ରୂପ ନେଇଛି । ଆସନ୍ତା ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତ ରୂପ ନେଇପାରେ । ଏହାର ପରବର୍ତୀ ୨୪ ଘଣ୍ଟାରେ ଭୀଷଣ ଅବପାତ ରୂପ ନେବା ଆଶଙ୍କାକୁ ଟାଳି ହେବ ନାହିଁ । ପାଣିପାଗବିତ୍‍ମାନେ ଆଜି ଏଭଳି…
Read More...

ଓଡ଼ିଶା ପାରିଲାନି, ତେଲେଙ୍ଗାନା ଦେଖାଇଲା

ନµଲ ଅଞ୍ଚଳରେ ୯୦ ପ୍ରତିଶତ ମତଦାନ ହାରିଗଲେ ନµଲ, ଗଣତନ୍ତ୍ରକୁ ବିଶ୍ୱାସ କଲେ ଭୋଟର ଭୁବନେଶ୍ୱର: ନµଲ ଧମକ ଦେଲେ । କେହି ଭୋଟ ଦେଇପାରିବେ ନାହିଁ । ସ୍ଥାନୀୟ ବାସିନ୍ଦା ଭୟ କରିବା ସ୍ୱାଭାବିକ । କିନ୍ତୁ ପୁଲିସ ବି ଡରିଗଲା । ସୁରକ୍ଷା ଦିଆଯାଇପାରିଲାନି । ପରିଣାମ ହେଲା, ମାଲକାନଗିରି…
Read More...

ବିଦ୍ରୋହ ଘୋଷଣା କଲେ ଶ୍ରୀକାନ୍ତ, ସବୁ କମିଟିରୁ ଦେଲେ ଇସ୍ତଫା

ଦଳରୁ ତଡି ପାରନ୍ତି ରାହୁଲ, କଂଗ୍ରେସ ଶିବିରରେ ଆଲୋଡନ ଭୁବନେଶ୍ୱର: ରାଜ୍ୟ କଂଗ୍ରେସରେ ଅନ୍ତଃକନ୍ଦଳ ଧୀରେ ଧୀରେ ଉଗ୍ର ରୂପ ନେବାରେ ଲାଗିଛି । ନିର୍ବାଚନ ପୂର୍ବରୁ ପିସିସି ସଭାପତି ଓ ତାଙ୍କ ଟିମ୍‍ ଏବଂ ବରିଷ୍ଠ ନେତା ଶ୍ରୀକାନ୍ତ ଜେନା ମୁହାଁମୁହିଁ ସ୍ଥିତିକୁ ଚାଲିଆସିଛନ୍ତି । ଦଳ ଭିତରେ…
Read More...

ଓଡ଼ିଶାକୁ ବାତ୍ୟା ଛୁଇଁବ ?

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟର୍ପ ରେଖା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ଆସନ୍ତା ୧୪ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ । ୧୫ ତାରିଖରେ ଏହା ବାତ୍ୟା ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହି କ୍ଷେତ୍ର…
Read More...

ସଂସଦ ପାଇଁ ରଣନୀତି

କେନ୍ଦ୍ର ଅବହେଳାର ତାଲିକା କଲା ବିଜେଡି ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ବି ଉଠାଯିବ ଭୁବନେଶ୍ୱର: ଆଗକୁ ନିର୍ବାଚନ ସାମ୍ନା କରିବା ଲାଗି ଯେଉଁ ସବୁ କଥା ଲୋକଙ୍କ ମନକୁ ଛୁଇଁବ, ସେମାନେ ତାତିବେ, ବିଜେପିକୁ ଛି ଛି କରିବେ, ସେଭଳି ବଛା ବଛା ପ୍ରସଙ୍ଗକୁ ବିଜେଡି ଏକାଠି କରିଛି । ଆସନ୍ତା…
Read More...

ସେଲଟର ହୋମ କେଳାଙ୍କାରୀ: ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ କଲା ମହିଳାମୋର୍ଚ୍ଚା

ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସେଲଟର ହୋମ ଗୁଡିକରେ ଯୌନ କେଳେଙ୍କାରୀ, ନାବାଳିକା ଚୋରା ଚାଲାଣ ଏବଂ ଧର୍ମାନ୍ତୀକରଣ ରାଜ୍ୟ ସରକାର ପ୍ରୋତ୍ସାହନରେ ଚାଲିଛି । ଏହାକୁ ବିରୋଧ କରି ତୁରନ୍ତ ସେଲଟର ହୋମଗୁଡିକୁ ବନ୍ଦ କରିବା ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ ସାମଲଙ୍କ…
Read More...

ଜାନୁଆରୀ ୨ରେ ସର୍ବଭାରତୀୟ ସ୍ବାଧୀନତା ସଂଗ୍ରାମୀ ସମ୍ମିଳନୀ

ସଂଗ୍ରାମୀଙ୍କ ପରିବାରକୁ ଦେଶଭକ୍ତ ସମ୍ମାନ ପତ୍ର ପ୍ରଦାନ ଦାବି ଉତ୍ତରାଧÒକାରୀମାନଙ୍କ ସମସ୍ୟା ନେଇ ସ୍ବତନ୍ତ୍ର ଅଧÒବେଶନ ଭୁବନେଶ୍ୱର: ଗଡ଼ଜାତ ମିଶ୍ରଣ ଆନ୍ଦୋଳନର ପୁରୋଧା, ଭାରତବର୍ଷର ଅନ୍ୟତମ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ତୁଙ୍ଗନେତା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ…
Read More...

କାର୍ତିକ ପୂର୍ଣ୍ଣମୀ: କେବଳ ହିନ୍ଦୁଙ୍କର ନୁହେଁ, ଜୈନ ଓ ଶିଖଙ୍କର ବି

ଭୁବନେଶ୍ୱର: ଶୁକ୍ରବାର ପବିତ୍ର କାର୍ତିକ ପୂର୍ଣ୍ଣମୀ । କାର୍ତିକ ମାସର ଶୁକ୍ଲ ପକ୍ଷ ପୂର୍ଣ୍ଣମୀକୁ କାର୍ତିକ ପୂର୍ଣ୍ଣମୀ ବୋଲି ବିଚାର କରାଯାଇଥାଏ । ଗୋଟିଏ ବର୍ଷରେ ପଡୁଥିବା ୧୫ପୂର୍ଣ୍ଣମୀ (ମଳ ମାସ କ୍ଷେତ୍ରରେ ଷୋହଳ ପୂର୍ଣ୍ଣମୀ ପଡିଥାଏ) ମଧ୍ୟରୁ ଏହା ଅଷ୍ଟମ ପୂର୍ଣ୍ଣମୀ । ଜପ, ତପ ଓ ବ୍ରତ…
Read More...