ଏବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ହେବନି
ଭୁବନେଶ୍ବର: ଜନସ୍ବାସ୍ଥ୍ୟ ଓ ନିରାପତ୍ତା ଦୃଷ୍ଟିରୁ ରଥଯାତ୍ରାକୁ ସୁପ୍ରିମକୋର୍ଟ ବନ୍ଦ କରିଛନ୍ତି। ଆଜି ଏ ସଂକ୍ରାନ୍ତରେ ଶୁଣାଣି କରି କୋର୍ଟ କହିଛନ୍ତି ଯେ ଧାର୍ମିକ କାର୍ଯ୍ୟରେ ଜନଗହଳିକୁ ରୋକିବା କଷ୍ଟ। ଏଣୁ ରଥ ଯାତ୍ରାକୁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ। ଫଳରେ!-->…
Read More...
Read More...