ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

କିଏ ପାଇବେ ଟିକେଟ୍‍, କିଏ ପଡିବ ବାଦ୍‍

ତିନି ଥର ହାରିଥିଲେ ମିଳିବନି ଟିକେଟ୍‍ଗୋଟିଏ ପରିବାରକୁ ଜଣକୁ ମିଳିବକଂଗ୍ରେସ ଶିବିରରେ କମ୍ପନ, ବରିଷ୍ଠ ବିଚଳିତଭୁବନେଶ୍ୱର: ଗୋଟିଏ ପରିବାରକୁ ଗୋଟିଏ ଟିକେଟ୍‍ । ତିନି ଥର ହାରିଥିଲେ ଟିକେଟ୍‍ ମନା । ଟିକେଟ୍‍ ବଣ୍ଟନ ପ୍ରକ୍ରିୟାରେ ଏମିତି ନିଷ୍ପତ୍ତି ନେଇଛି କଂଗ୍ରେସ । କଂଗ୍ରେସ
Read More...

ମୋଦୀଙ୍କ ପତ୍ନୀ ବରଖା ବିଷ୍ଟ!

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପତ୍ନୀ ବରଖା ବିଷ୍ଟ । ଏହି ଖବର ଶୁଣି ବ୍ୟସ୍ତ ହୋଇଯାଉଛନ୍ତି କି । ପ୍ରଧାନମନ୍ତ୍ରୀଙ୍କ ବାୟୋପିକ୍‍କୁ ନେଇ ଯେଉଁ ଫିଲ୍ମ ନିର୍ମାଣ ଯୋଜନା ଚାଲିଛି, ସେଥିରେ ମୋଦୀଙ୍କ ଧର୍ମପତ୍ନୀ ଯଶୋଦା ବେନ୍‍ଙ୍କ ଭୂମିକାରେ ବରଖା ଅଭିନୟ କରିବେ । ନିଜେ
Read More...

ନୂଆ ଖେଳ ଆରମ୍ଭ କଲେ ବୈଜୟନ୍ତ

ଭୁବନେଶ୍ୱର: ପୁଣି ଚର୍ଚ୍ଚାକୁ ଆସିଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା । ବାହମାସ୍‍ ଟିକସ ଠକେଇ ଭଳି ଘଟଣାରେ ବିଜେଡି ଏବେ ତାଙ୍କୁ ଘେରିଛି । କେବଳ ସେତିକି ନୁହେଁ, କେନ୍ଦ୍ର ସରକାର କାହିଁକି ଏହି ଘଟଣାରେ ତଦନ୍ତ କରୁନାହାନ୍ତି ବୋଲି ପ୍ରଶ୍ନ ଉଠାଇବା ସହିତ ଦଳ କେନ୍ଦ୍ରମନ୍ତ୍ରୀ
Read More...

ନବୀନଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ୱର: ବଦନାମ ନେତାଙ୍କ ଟିକେଟ୍‍ କାଟିଦେଲେ ବିଜେଡି ରାଜ୍ୟ ମୁଖିଆ ନବୀନ ପଟ୍ଟନାୟକ । ଅନେକ ଆକଳନ କରୁଥିଲେ, ଚିତ୍‍ପଟାଙ୍ଗ ମାରିବ ବିଜେଡି । ମୋଦୀ ହାଵାରେ ଅସନ୍ତୁଷ୍ଟଙ୍କ ଭୋଟ ମିଶିଲେ, ବରବାଦ ଆଡକୁ ଯିବ ଶଙ୍ଖ । ପୁଣି ବିଜେଡିର ଚାଣକ୍ୟ କୁହାଯାଉଥିବା ପ୍ୟାରୀମୋହନ ମହାପାତ୍ରଙ୍କ
Read More...

ବେଗୁନିଆରେ ବୁଲିଲେ ପୃଥ୍ୱୀ, କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର: ୨୦୧୯ ନିର୍ବାଚନ ଗଣିତ ଦିନକୁ ଦିନ ଅଧିକ ରହସ୍ୟମୟ ହେବାରେ ଲାଗିଲାଣି । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଅବର୍ତମାନରେ ତାଙ୍କ ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ରାଜନୀତିକୁ ଓହ୍ଲାଇଛନ୍ତି । ଜାନକୀଙ୍କ ପୁରୁଣା ନିର୍ବାଚନମଣ୍ଡଳୀ ବେଗୁନିଆକୁ ସେ ତାଙ୍କର
Read More...

ମାର୍ଚ୍ଚ ୩୧ ସୁଦ୍ଧା ଲୋକାୟୁକ୍ତ ଚୟନ, ୮ରୁ କାର୍ଯ୍ୟ

ସୁପ୍ରିମକୋର୍ଟରେ ହାଜର ହୋଇ ସତ୍ୟପାଠ ଦାଖଲ କଲେ ମୁଖ୍ୟସଚିବ ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଲୋକାୟୁକ୍ତ ଚୟନ କରାଯିବ । ଏପ୍ରିଲ ୮ ତାରିଖରୁ ଲୋକାୟୁକ୍ତ ଓଡ଼ିଶାରେ କାର୍ଯ୍ୟ କରିବେ । ଲୋକାୟୁକ୍ତ ନିଯୁକ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସର୍ବୋଚ୍ଚ ନ୍ୟାୟାଳୟରେ ଏମିତି
Read More...

ବେଳ ଦେଖି ବୈଜୟନ୍ତଙ୍କୁ ବାଣ ମାରିଲା ବିଜେଡି

ଭୁବନେଶ୍ୱର: ବିଜେଡିରୁ ବିଦା ହେବା ବେଳେ ବୈଜୟନ୍ତଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ ଅଣାଯାଇଥିଲା । ସେତେବେଳେ ଦଳ ପକ୍ଷରୁ କୁହାଯାଇଥିଲା ଯେ ସେ ଅର୍ଥ ସଂକ୍ରାନ୍ତ ସ୍ଥାୟୀ କମିଟି ଅଧ୍ୟକ୍ଷ ହେବାକୁ ଚାହୁଁଥିଲେ । ନ କରାଯିବା କାରଣରୁ ବିରୋଧୀ ହୋଇଛନ୍ତି । ବିଜେଡିର ଏହି ଅଭିଯୋଗ ବେଶ
Read More...

ଫଟୋରେ ରହିଗଲା ସ୍ମରଣୀୟ ମୁହୂର୍ତ

କିଏ ଯିଏ, ଆଉ କିଏ ଫେରିବେଅଧିବେଶନ ଶେଷ, ନୂଆ ସରକାରକୁ ଅପେକ୍ଷାମାନ ଅଭିମାନ ଛାଡି ହାତ ମିଳାଇଲେ ନେତାକାହାକୁ କେମିତି ମନେ ରଖିବ ବିଧାନସଭା ଭୁବନେଶ୍ବର: ଯେତେଥର ଗୃହରେ ବସିଛନ୍ତି, ରାଜନୈତିକ ଆକ୍ଷେପ, ପ୍ରତି ଆକ୍ଷେପ ହୋଇଛି । ଲଢେଇ ଅନେକ ସମୟରେ ବ୍ୟକ୍ତିଗତ ସ୍ତର ପର୍ଯ୍ୟନ୍ତ
Read More...

ମୁକାବିଲା ପାଇଁ ଏମିତି ଫର୍ମୁଲା

ସିବିଆଇର ଜବାବ ଦେବ ରାଜ୍ୟ ପୁଲିସଓଡ଼ିଶାରେ ଯାହା, କୋଲକାତାରେ ସେୟାସିବିଆଇରେ ଶନିବାର ହାଜର ହେବେ ରାଜୀବଶୁକ୍ରବାର ନାଗେଶ୍ବରଙ୍କ ପତ୍ନୀଙ୍କ କମ୍ପାନି ଉପରେ ଚଢ଼ଉ ଭୁବନେଶ୍ବର: ବିଜେଡିର ଦୁଇ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ସିବିଆଇ ନୋଟିସ କରିବାର କେଇ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ
Read More...

ଅଧ୍ୟାବସାୟ ଆଗରେ ହାର ମାନିଲା ଦାରିଦ୍ର୍ୟ

ଭୁବନେଶ୍ବର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ରାଇଛନ୍ଦା ଗ୍ରାମର ଅର୍ଜୁନ ଚରଣ ଓଝା ଓ ସାବିତ୍ରୀ ଓଝାଙ୍କ ପଞ୍ଚମ ପୁତ୍ର ହେମନ୍ତ ଓଝା(୨୫)। ୨୦୦୯ ମସିହାରେ ପିସି ଘଡାଇ ହାଇସ୍କୁଲରୁ ମାଟ୍ରିକ୍ ପାସ୍ କରିଥିଲେ ମଧ୍ୟ ଅର୍ଥ ଅଭାବରୁ ସେହିବର୍ଷ ଯୁକ୍ତ୨ରେ ନାମ ଲେଖାଇ ପାରି ନଥିଲେ। କାରଣ
Read More...