ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ପ୍ରତି ଜିଲାରେ ଖୋଲିବ ମଡେଲ ମଣ୍ଡି : ସମବାୟ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର,
Read More...

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ

ଭୁବନେଶ୍ଵର: ପରପାରିରେ ଓଡ଼ିଶା ସିନେମା ଜଗତର ଖ୍ୟାତନାମା ଅଭିନେତା ତଥା ଦିଗପହଣ୍ଡି ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଘଟିଛି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଶନିବାର ତାଙ୍କର ପରଲୋକ ଘଟିଛି । ସେ ଜଣେ ଧର୍ମପରାୟଣା, ପରୋପକାରିଣୀ ମହିଳା ଭାବେ
Read More...

ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩: ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ଭୁବନେଶ୍ବର: ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶୁକ୍ରବାର ଘୋଷଣା ହୋଇଛି। ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କର’ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ମାନ୍ୟତା ପାଇଛି। ଏହା ଓଡ଼ିଶା ପାଇଁ ଏକ ଗର୍ବର ମୁହୂର୍ତ୍ତ। ଶୁଭ୍ରାଂଶୁ ଦାସଙ୍କ ନିର୍ଦ୍ଦେଶନାରେ ତିଆରି
Read More...

ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା

ଭୁବନେଶ୍ବର: ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ଦୁଇଟି ସିଟିଙ୍ଗ୍‌ରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା। ସକାଳ ୯ଟାରୁ ୧୧ଟା ୩୦ ଯାଏଁ ପେପର୍‌ -୧ ପରୀକ୍ଷା ଓ ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍‌ -୨ ପରୀକ୍ଷା
Read More...

ମହିଳା ଥାନାରେ ହାଜର ହେଲେ ଓଏଏସ ସାର୍ଥକ ସୌରଭ

ଭୁବନେଶ୍ବର: ଆଜି ମହିଳା ଥାନାରେ ହାଜର ହୋଇଛନ୍ତି ଓଏଏସ୍‍ ସାର୍ଥକ ସୌରଭ ମହାପାତ୍ର। ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହୋଇଛନ୍ତି ସାର୍ଥକ। ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ। ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ
Read More...

ଦୁଷ୍କର୍ମ ମାମଲାରେ ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭାନ୍ନାଦୋଷୀ ସାବ୍ୟସ୍ତ

କର୍ଣ୍ଣାଟକ: କର୍ଣ୍ଣାଟକ ହାସନର ପୂର୍ବତନ ସାଂସଦ ତଥା ଜେଡି(ଏସ) ନେତା ପ୍ରଜ୍ବଳ ରେଭାନ୍ନାଙ୍କୁ ଏକ ଦୁଷ୍କର୍ମ ମାମଲାରେ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୨ ତାରିଖରେ ତାଙ୍କ ବିରୋଧରେ ଦଣ୍ଡ ଘୋଷଣା କରାଯିବ। କୋର୍ଟଙ୍କ ରାୟ ଆସିବା ପରେ ପ୍ରଜ୍ବଳ କୋର୍ଟ
Read More...

ରତ୍ନଭଣ୍ଡାର ଗଣତିମଣତି କରିବେ ଆରବିଆଇ ଏକ୍ସପର୍ଟ : ଆଇନମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ଗଣତିମଣତି ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୨ ଜଣ ଏକ୍ସପର୍ଟ ଦେବା ପାଇଁ ଆରବିଆଇକୁ ଚିଠି ଲେଖିଛନ୍ତି ସରକାର। ଆରବିଆଇ ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଆଉ ୨ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ଗିରଫଦାରୀ ସଂଖ୍ୟା ୮ରେ ପହଞ୍ଚିଛି। ଗିରଫ ଦୁଇଜଣ କୋରାପୁଟ ଓ କଳାହାଣ୍ଡିର ଶିକ୍ଷକ ବୋଲି ଜଣାପଡିଛି। ଏହି ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ରହିଛି। ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIG ବି.
Read More...

୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ

ବ୍ୟାସନଗର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ିବସିଥିଲା । ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା
Read More...

ଅନିଲ ଅମ୍ବାନୀଙ୍କୁ ସମନ ଜାରି କଲା ଇଡି

ନୂଆଦିଲ୍ଲୀ: ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ଅନିଲ ଅମ୍ବାନୀ ଓ ତାଙ୍କ ରିଲାଏନ୍ସ ସମୂହର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଶିଳ୍ପପତି ଅନିଲ ଅମ୍ବାନୀଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED)। ଅଗଷ୍ଟ ୫ରେ ଜେରା ପାଇଁ ହାଜର ହେବାକୁ ଇଡି ଏହି ସମନ ଜାରି କରିଛି। ମନି
Read More...