ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସାମ୍ବାଦିକଙ୍କ ପାଇଁ ନବୀନଙ୍କ ୧୫ଲକ୍ଷ

ଭୁବନେଶ୍ବର: କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ରାଜ୍ୟ ସରକାର ତାଙ୍କ ପରିବାର ବର୍ଗଙ୍କୁ ୧୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଘୋଷଣା କରିଛନ୍ତି। https://youtu.be/459NcjyzhzI ରାଜ୍ୟ ସରକାରଙ୍କ…
Read More...

ମୋଦୀଙ୍କୁ ଆଗରେ ରଖି ଆସିଲା ବିଜେପି

ଭୁବନେଶ୍ବର: ଗୋଟିଏ ପଟେ କରୋନା ମୁକାବିଲା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡ଼ିଓ ଭାଇରାଲ୍ ହେଉଥିବା ବେଳେ ଅନ୍ୟପଟେ ତା ସହ ତାଳ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେଇ ଆଉ ଏକ ଭିଡ଼ିଓ ଜାରି ହୋଇଛି। ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ରଚନା ଓ…
Read More...

ମୋଦୀଙ୍କ ଭିତର ମଣିଷପଣିଆ ଏମିତି…

ଓଡ଼ିଶାର ପାଞ୍ଚ ପୁରୁଖା ନେତାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ, ପ୍ରିୟବତ ରଥ, ବୃନ୍ଦାବନ କଳସଙ୍କୁ ମନେପକାଇଲେକିଶନ ସାହୁ ଓ ନନ୍ଦ କିଶୋର ସାହୁଙ୍କ ସହ ଟେଲିଫୋନରେ ପରିବାର କଥା ପଚାରିଲେସୁସ୍ଥ କାମନା କରି ମନକୁ ବଳ ଦେଲେ,…
Read More...

ଭିଡ଼ିଓରେ ଆଶା ଦେଖାଇଲେ ନବୀନ, …ବାସ୍ ଆଉ କିଛି ଦିନ

ଭିଡ଼ିଓ ଜାରି କରି ନୂଆ ସମ୍ଭାବନାର ସ୍ବପ୍ନ ଦେଖାଇଲେ ସରକାରରାଜ୍ୟର ପ୍ରମୁଖ ବ୍ୟକ୍ତିଙ୍କୁ ନେଇ ଗୀତ ମାଧ୍ୟମରେ ସାହସ ଦେଲେ ଭୁବନେଶ୍ବର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି। ତା' ଭିତରେ ରାଜ୍ୟ ସରକାର ଏହାର ମୁକାବିଲା ଲାଗି ଏକ ବଡ଼ ରଣନୀତି ପ୍ରସ୍ତୁତ…
Read More...

ବଡ଼ ଯୁଦ୍ଧ ପାଇଁ ଯୋଦ୍ଧା ପ୍ରସ୍ତୁତ

ପ୍ରବାସୀ ଶ୍ରମିକଙ୍କ ସହ ଆସୁଛି ବଡ଼ ବିପଦ ଅସିତ, ସୁରେଶ, ପାଣ୍ଡିଆନଙ୍କ ଟିମ୍ ଗଠନ ପଞ୍ଜୀକରଣ ଦାୟିତ୍ବ ତୁଲାଇବେ କ୍ରିଷନ୍ମୁକାବିଲା ପାଇଁ ୨୨ ବରିଷ୍ଠଙ୍କୁ ଦାୟିତ୍ବସ୍ବାସ୍ଥ୍ୟ ବିଭାଗରେ ମୁଖିଆ ହେଲେ ପ୍ରଦୀପ୍ତ୫୦ରୁ ଅଧିକ ଅଫିସର ଏବେ ମଇଦାନରେ ଭୁବନେଶ୍ବର: ମହାମାରୀ କରୋନା…
Read More...

କରୋନା ମୁକାବିଲା ପାଇଁ ମୋଦୀଙ୍କ ନୂଆ ଅସ୍ତ୍ର

covidwarriors.gov.inରେ ସାମିଲ ପାଇଁ ଆହ୍ବାନ ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆଜି ମନ୍ କି ବାତ୍‌ରେ ପ୍ରଧାନମନ୍ତ୍ରୀ ସମସ୍ତ ସ୍ୱେଚ୍ଛାସେବୀ, ନାଗରିକ ସମାଜର ପ୍ରତିନିଧି, ସ୍ଥାନୀୟ ପ୍ରଶାସନକୁ ପରସ୍ପର ସହ…
Read More...

ଭିତରେ ଭିତରେ ଲମ୍ବା ଯୁଦ୍ଧ ପାଇଁ ପ୍ରସ୍ତୁତି

କରୋନା ଭିତରେ ଲମ୍ବା ଲଢେଇ ପାଇଁ ଚାଲିଛି କ୍ଷେତ୍ର ପ୍ରସ୍ତୁତି, କଂଗ୍ରେସ ପଛରେଯେ କୌଣସି ମୁହୂର୍ତରେ ବିଜେଡି-ବିଜେପି ମଧୁର ସଂପର୍କରେ ପୂର୍ଣ୍ଣଛେଦ ପଡ଼ିବଅସନ୍ତୁଷ୍ଟ ବିଜେଡି ନେତାଙ୍କର ବିଜେପିକୁ ଆଖି , କଂଗ୍ରେସ ନେତା ଚାହିଁଛନ୍ତି ବିଜେଡିକୁପୌର ନିର୍ବାଚନ ପୂର୍ବରୁ ମଇଦାନ ପ୍ରସ୍ତୁତ…
Read More...

କରୋନା ଯୁଦ୍ଧରେ ସାମିଲ ପାଇଁ ଆସିଲା ନୂଆ ଡାକରା

ଭୁବନେଶ୍ବର: କରୋନା ମହାମାରୀ ମୁକାବିଲାରେ ସ୍ଵେଚ୍ଛାସେବୀ ମାନଙ୍କୁ ଯୋଦ୍ଧା ଭାବରେ ଯୋଗଦେବା ପାଇଁ,ଆଜି ଏକ ଅନନ୍ୟ ୱେବ୍ ସାଇଟ୍ https://covidsangramee.odisha.gov.in , ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ-ତଥା-ଉନ୍ନୟନ କମିଶନର୍ ଉନ୍ମୋଚନ କରିଛନ୍ତି।…
Read More...

କାହିଁକି ଓଡ଼ିଶାକୁ ସବୁଠି ପ୍ରଶଂସା?

ଭୁବନେଶ୍ବର: ସମଗ୍ର ଦେଶରେ ଆଜିସୁଦ୍ଧା ୨୪ ହଜାର ୫୦୬ ଜଣଙ୍କ ଠାରେ ମହାମାରୀ କରୋନା ଭୁତାଣୁ ଠାବ ହୋଇଛି। ପାଖାପାଖି ୫୦୬୩ ଜଣ ସୁସ୍ଥ ହୋଇସାରିଲେଣି ଓ ୭୭୫ ଜଣଙ୍କର ମୃତ୍ୟୁ ହୋଇଛି। ବିଶ୍ବସ୍ତରରେ ଏହି ମୃତ୍ୟୁ ହାର ୧ଲକ୍ଷ ୯୭ ହଜାର ଡେଇଁସାରିଲାଣି। ଭାରତବର୍ଷର ଜନସଂଖ୍ୟା…
Read More...

ଶ୍ରୀଜଗନ୍ନାଥପ୍ରେମୀଙ୍କୁ ବଳ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ମହାପ୍ରଭୁ ନୀତିକାନ୍ତି ନେଇ ଶୁକ୍ରବାର ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଯେଉଁ ନିର୍ଣ୍ଣୟ ଦେଇଛନ୍ତି, ତାହା ଶ୍ରୀଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ରହିଥିବା ଅନେକ ଆଶଙ୍କାରେ ପୂର୍ଣ୍ଣଛେଦ ଟାଣିଛି। ଏମିତି ପରିସ୍ଥିତିରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ବିଟ୍…
Read More...