ସିଏମଓ ଅଧିକାରୀ କହି ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଗିରଫ
ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ କରାଯାଇଛି।!-->…
Read More...
Read More...