ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ମୃତ ପ୍ରଶାନ୍ତଙ୍କ ଘରେ ଏନଆଇଏ ଟିମ

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ। ଏନଆଇଏର ୩ ଜଣିଆ ଟିମ୍ ବାଲେଶ୍ଵର ଜିଲ୍ଲା ରେମୁଣା ଇଶାଣୀ ଗ୍ରାମରେ ପହଞ୍ଚିଛନ୍ତି। ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ବାଲେଶ୍ୱର
Read More...

୪୮ ଘଣ୍ଟା ପରେ କମିବ ଖରା

ଆସନ୍ତା ୫-୬ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଭୁବନେଶ୍ବର: ଗତ କିଛି ଦିନ ଧରି ଜାରି ରହିଥିବା ପ୍ରବଳ ଖରା, ଗରମ , ଗୁଳୁଗୁଳି ର ପ୍ରଭାବ ଆସନ୍ତା ୪୮ ଘଣ୍ଟା ପରେ କମିବ। ଆସନ୍ତା ୫-୬ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି
Read More...

ଜନ୍ମଗତ ତୃଟି ଥିବା ନବଜାତ ଶିଶୁର ଜୀବନ ବଂଚାଇବାରେ ସଫଳ ହେଲେ ସମ୍ମମ ଡାକ୍ତରୀ ଟିମ୍‌

ଭୁବନେଶ୍ୱର: ଜଟିଳ ଜନ୍ମଗତ ତୃଟି ନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମ ଗ୍ରହଣ କରିଥିବା ମାତ୍ର ଦେଢ଼ କେଜି ଓଜନର ଏକ ଶିଶୁର ଉଚ୍ଚକୋଟୀର ଚିକିତ୍ସା ଦ୍ୱାରା ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ଡାକ୍ତରୀ ଟିମ୍‌।ଗର୍ଭଧାରଣର ମାତ୍ର ୩୩ ସପ୍ତାହରେ
Read More...

ଓଡ଼ିଶାରେ ୧୨ ପାକିସ୍ତାନୀଙ୍କୁ ତୁରନ୍ତ ପାକିସ୍ତାନ ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହେବାରେ ଲାଗିଛି। ଏହାରି ଭିତରେ ଭାରତ ସରକାର ଭାରତରେ ରହୁଥିବା ପାକିସ୍ତାନ ନାଗରିକଙ୍କୁ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ଭାରତ ସରକାର ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା
Read More...

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା,
Read More...

ସମରେ ‘ହାର୍ଣ୍ଣିଆ ଫେଷ୍ଟ – ୨୦୨୫’ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ହସ୍ପିଟାଲ ପରିସରରେ ‘ହାର୍ଣ୍ଣିଆ ଫେଷ୍ଟ – ୨୦୨୫’ ଆୟୋଜିତ ହୋଇଯାଇଛି । ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଜେନେରାଲ୍ ସର୍ଜରୀ ବିଭାଗ ଏବଂ ଆସୋସିଏସନ୍ ଅଫ୍
Read More...

ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ବର: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ କରି ଇନ୍ସପେକ୍ଟର ଯାଏଁ ପୋଷାକ ଭତ୍ତା ଦୁଇ ଗୁଣ ବୃଦ୍ଧି ପାଇଛି। ଇନ୍ସପେକ୍ଟରଙ୍କ ପୋଷାକ ଭତ୍ତା ୪୩୦୦ଟଙ୍କାରୁ ୮୬୦୦
Read More...

ମନ୍ତ୍ରୀଙ୍କ ଚେତାବନୀ: ଛୁଟିରେ ସ୍କୁଲ ଖୋଲିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ୱ ମନ୍ତ୍ରୀଙ୍କ ଚେତାବନୀ। ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ। ଘରୋଇ ସ୍କୁଲ ମାଲିକଙ୍କୁ ତାଗିଦ କଲେ ସରକାର। ସରକାରଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ନିଆଯିବ ଆକ୍ସନ। ଗ୍ରୀଷ୍ମପ୍ରବାହ ପାଇଁ ଜାରି ହୋଇଛି ଏସଓପି। ସରକାରଙ୍କ ଏହି ଗ୍ରୀଷ୍ମ
Read More...

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା

ମୟୂରଭଞ୍ଜ: ଭିତର କନିକା ପରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା। ରାଜ୍ୟ ସରକାର ନେଇଛନ୍ତି ଏହି ଐତିହାସିକ ନିଷ୍ପତ୍ତି। ମୟୂରଭଞ୍ଜର ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପକୁ ଜାତୀୟ ଉଦ୍ୟାନ ଭାବେ ଘୋଷଣା କରିଛନ୍ତି। ଦୀର୍ଘ ୪୫ ବର୍ଷ ପରେ ପୂରଣ ହୋଇଛି ଦାବି। ୧୯୮୦ ମସିହାରେ ଶିମିଳିପାଳକୁ
Read More...

ଆଉ ୩ ଦିନ ଯାଏଁ ପ୍ରବଳ ଗରମ ଗୁଳୁଗୁଳି ର ପ୍ରଭାବ

୨୭ ରୁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନାଭୁବନେଶ୍ବର: ରାଜ୍ୟ ରେ ଏବେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୁତ ହେଉଛି। ଦିନ ତାପମାତ୍ରା ଅଧିକ ରହୁଛି। ପଶ୍ଚିମ ଓଡ଼ିଶା ର ଅନେକ ଅଞ୍ଚଳ ରେ ତାପମାତ୍ରା ୪୨.୦°ସି ଉପରେ ରହିଛି ଓ କିଛି ଅଞ୍ଚଳ ରେ ଗ୍ରୀଷ୍ମ ଲହରୀ ପ୍ରବାହିତ
Read More...