ପ୍ରମୁଖ ଖବର

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ଧାମରା ବନ୍ଦରରେ ଅନୁପ୍ରବେଶକାରୀ ହେବେ ସାବାଡ୍, ଜଗିବ ସ୍ବତନ୍ତ୍ର ଡ୍ରୋନ୍
ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ
ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ
Read More...

ସାମ୍ନାକୁ ଆସିଲା ୪ ଆତଙ୍କବାଦୀଙ୍କ ଫଟୋ

ଜମ୍ମୁ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେମାନେ ହେଲେ ଆସିଫ ଫୌଜି, ସୁଲେମାନ ଶାହ ଓ ଅବୁ ତାଲହା। ସେମାନେ
Read More...

ଫ୍ଲାଟ୍ ଷ୍ଟିଲ୍ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି ଆତ୍ମନିର୍ଭରଶୀଳ ଭାରତ ପାଇଁ ଏକ ଐତିହାସିକ ପଦକ୍ଷେପ: ନବୀନ…

ନୂଆଦିଲ୍ଲୀ: ଘରୋଇ ଇସ୍ପାତ ଶିଳ୍ପକୁ ସୁରକ୍ଷା ଦେବା ପାଇଁ କେନ୍ଦ୍ର ସରକାର ଫ୍ଲାଟ ଇସ୍ପାତ ଉତ୍ପାଦ ଆମଦାନୀ ଉପରେ ୧୨% ସେଫଗାର୍ଡ ଡ୍ୟୁଟି (ସୁରକ୍ଷା ଶୁଳ୍କ) ଲାଗୁ କରିଛନ୍ତି, ଯାହା ଏପ୍ରିଲ ୨୧ରୁ ଆଗାମୀ ୨୦୦ ଦିନ ପାଇଁ କାର୍ଯ୍ୟକାରୀ ହେବ। ଏହି ପଦକ୍ଷେପ ଚୀନ୍, ଦକ୍ଷିଣ କୋରିଆ ଏବଂ
Read More...

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ବର: କାଲିଠୁ ସବୁ ସ୍କୁଲ, କଲେଜ ଛୁଟି। ବୁଧବାରଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ରହିବା ନେଇ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ
Read More...

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ୨୦ରୁ ଅଧିକ ମୃତ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଛନ୍ତି। ପର୍ଯ୍ୟଟକଙ୍କୁ ଟାର୍ଗେଟ୍ କରି ଆଖିବୁଜା ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ।ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର
Read More...

ଏପ୍ରିଲ ୨୪ରେ ମିଳିବ ନୂଆ ରାସନ କାର୍ଡ

ଭୁବନେଶ୍ୱର: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ। ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପଞ୍ଚାୟତିରାଜ ଦିବସରେ ବାଣ୍ଟିବେ ସରକାର। ପୁରୀରେ ନୂଆ କାର୍ଡ ବାଣ୍ଟିବେ
Read More...

ଭୁବନେଶ୍ୱରୁ ଆଉ ଜଣେ ଶିଶୁକୁ ଅପହରଣ ଉଦ୍ୟମ

ଭୁବନେଶ୍ୱର: ସ୍କୁଲରୁ ଫେରିବାବେଳେ ଭୁବନେଶ୍ୱରରୁ ଉଠାଇ ନେଇଥିଲେ ଦୁର୍ବୃତ୍ତ। ପୁଣି ଥରେ ରାଜଧାନୀ ଭୁବନେଶ୍ୱରୁ ଆଉ ଜଣେ ଶିଶୁ ଙ୍କୁ ଅପହରଣ ଉଦ୍ୟମ କରାଯାଇଥିବା ଖବର ମଙ୍ଗଳବାର ସାମ୍ନାକୁ ଆସିଛି। ୮ ବର୍ଷର ଶିଶୁକୁ ଅପହରଣ ପରେ କିଛି ଘଣ୍ଟା ଭିତରେ ଉଦ୍ଧାର କରାଯାଇଛି।ସୂଚନା ଅନୁଯାୟୀ,
Read More...

ମହେଶ ବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ: ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମନ ଜାରି
Read More...

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ

ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଜିଲ୍ଲାର ତୋୟନାର ଥାନା ଅନ୍ତର୍ଗତ ମୋରମେଡ ଜଙ୍ଗଲରେ ଆଜି ପ୍ରେସର ବୋମା ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ଜଣକ ହେଲେ ସିଏଏଫ ଯବାନ ମନୋଜ ପୂଜାରୀ (୨୬)।
Read More...

କୋରାପୁଟ ଜିଲାପାଳ ପାଇଲେ ପ୍ରଧାନମନ୍ତ୍ରୀ ଆଓ୍ବାର୍ଡ

କୋରାପୁଟ: କୋରାପୁଟ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କୁ ସୋମବାର ଦିନ ପବ୍ଲିକ ଆଡମିନିଷ୍ଟ୍ରେସନରେ ତାଙ୍କର ଅତୁଳନୀୟ ଯୋଗଦାନ ଓ କାର୍ଯ୍ୟ ଯୋଗୁଁ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଗତ ୨୦୨୪ ମସିହାରେ
Read More...