ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଅଧିକ କଠୋର ହେଲେ ଟ୍ରମ୍ଫ, ୩୧ବର୍ଷର ଚୁକ୍ତିରୁ ଓହରିବେ

ଓ୍ୱାଂଶିଟନ: ଆମେରିକା ଓ ଋଷିଆ ମଧ୍ୟରେ ବିବାଦ ଧୀରେ ଧୀରେ ଉଗ୍ର ହେବାରେ ଲାଗିଲାଣି । ଏମିତି ଯେ ଦୀର୍ଘ କାଟ୍‍ସା ଆଇନ ଲାଗୁ କରିବା ପରେ ମିସାଇଲ୍‍ ପରୀକ୍ଷଣ ନେଇ ଉଭୟ ରାଷ୍ଟ୍ର ମଧ୍ୟରେ ଥିବା ଦୀର୍ଘ ୩୧ବର୍ଷର ଏକ ଚୁକ୍ତିରୁ ଓହରିଯିବା ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍‍ଡ ଟ୍ରମ୍ପ ଘୋଷଣା…
Read More...

ଏରସମାକୁ ଆଖେଇଛନ୍ତି ଦାମ, ଏପଟେ ହାତ ଛାଡିଲେଣି ଘନିଷ୍ଠ

ଭୁବନେଶ୍ୱର: ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ସଜବାଜ ହେଉଛନ୍ତି ବିଜେଡିରୁ ବିଦା ହୋଇଥିବା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ତେବେ ପାରାଦୀପ ନୁହେଁ, ଏରସମା ବାଲିକୁଦା ନିର୍ବାଚନ ମଣ୍ଡଳୀ ଉପରେ ତାଙ୍କର ଆଖି ରହିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ,…
Read More...

ପୁଞ୍ଜି ବଜାର ଅସ୍ଥିର, ନିବେଶକାରୀ ଚିନ୍ତାରେ

ନୂଆଦିଲ୍ଲୀ: ଭାରତର ପୁଞ୍ଜି ବଜାରରେ ଅସ୍ଥିରତାର ସାଂଘାତିକ ପ୍ରଭାବ ପଡିଲାଣି । ଗୋଟିଏ ପଟେ କ୍ଷତି ସହିନପାରି ଏକ ଗାର୍ମେଣ୍ଟ କଂପାନିର ପରିଚାଳନା ନିର୍ଦେଶକ ହର୍ଷଦ ଠକର ଲୁଚିଛନ୍ତି । ତାଙ୍କର ପତ୍ତା ମିଳୁନାହିଁ । ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହର୍ଷଦଙ୍କ କଂପାନିର ମୂଲ୍ୟ ଗତ…
Read More...

ବର୍ଷରେ ଦ୍ୱିତୀୟ ଥର ପାଇଁ ଲାଲକିଲ୍ଲାରେ ହେଲା ପତାକା ଉତ୍ତୋଳନ

ନୂଆଦିଲ୍ଲୀ: ବର୍ଷରେ ଦ୍ୱିତୀୟ ଥର ପାଇଁ ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ ହେବା ପ୍ରସଙ୍ଗକୁ ନେଇ ସମଗ୍ର ଦେଶରେ ବିତର୍କ ମୁଣ୍ଡ ଟେକିଛି । ଆଜାଦ୍‍ ହିନ୍ଦ୍‍ ଫୌଜର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହିତ କଂଗ୍ରେସକୁ…
Read More...