ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି ।
Read More...

ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି।
Read More...

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

୧୬ ହାର୍ଡକୋର ମାଓବାଦୀ ଗିରଫ ନ୍ୟୁଜ୍ ବ୍ୟୁରୋ; ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ଜଙ୍ଗଲରୁ ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ। ଏସଟିଏଫ୍, ଡିଆରଜି ଏବଂ ସିଆରପିଏଫ୍ ଜବାନଙ୍କ ପକ୍ଷରୁସେନା ପକ୍ଷରୁ ସର୍ଚ୍ଚ ଅପରେସନ
Read More...

ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା

ତେଲେଙ୍ଗାନା: ତେଲେଙ୍ଗାନାର ବିଧାୟିକା କେ କବିତାଙ୍କୁ ଦଳରୁ ନିଲମ୍ବିତ କରାଯିବାର ଗୋଟିଏ ଦିନ ପରେ ବୁଧବାର ସେ ଭାରତ ରାଷ୍ଟ୍ର ସମିତି (BRS)ରୁ ଇସ୍ତଫା ଦେବା ଘୋଷଣା କରିଛନ୍ତି। ଦଳବିରୋଧୀ କାର୍ଯ୍ୟ ଯୋଗୁ ଗତକାଲି ବାପା ତଥା ଭାରତ ରାଷ୍ଟ୍ର ସମିତି ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ ତାଙ୍କୁ
Read More...

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଗଜପତି: ବ୍ୟବସାୟୀଙ୍କୁ ଆକ୍ରମଣ କରି ତାଙ୍କ ଠାରୁ ୯ ଲକ୍ଷ ଟଙ୍କା ଲୁଟ ଅଭିଯୋଗରେ ତିନି ଜଣ ହୋମଗାର୍ଡଙ୍କ ସମେତ ସାତ ଜଣ ଗିରଫ ହୋଇଛନ୍ତି। ଏହି ଲୁଟ ଘଟଣାରେ ଜଣେ ମହିଳା ମଧ୍ୟ ସାମିଲ ଅଛନ୍ତି। ଗଜପତି ଜିଲ୍ଲାର ଗାରାବନ୍ଧାର ଟି ଉମା ରେଡ୍ଡି ନାମକ ଜଣେ ବ୍ୟବସାୟୀ ସୋମବାର ଦିନ ତାଙ୍କ ଦୁଇ
Read More...

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ

ନ୍ୟୁଜ୍ ବ୍ୟୁରୋ: ସୁପ୍ରିମକୋର୍ଟ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି ଟେଷ୍ଟ୍‌)କୁ ବାଧ୍ୟତାମୂଳକ କରିଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭାଗ ଏହା ଉପରେ ତର୍ଜମା କରିବ। ଶିକ୍ଷକଙ୍କ ସ୍ୱାର୍ଥ ବି
Read More...

ଥାନାରେ ନାବାଳିକା ଫିନାଇଲ୍ ପିଇବା ଘଟଣା

ଗୋପାଳପୁର: ଗୋପାଳପୁର ଥାନାରେ ନାବାଳିକା ଫିନାଇଲ ପିଇବା ଘଟଣାରେ ପୁରୁଷ ବନ୍ଧୁ ଗିରଫ। ଗିରଫ କଲା ଗୋପାଳପୁର ପୋଲିସ । ନାବାଳିକାକୁ ଅପହରଣ ଅଭିଯୋଗରେ ପୁରୁଷ ବନ୍ଧୁ ଗିରଫ। ନାବାଳିକାଙ୍କ ବାପା ମାଆଙ୍କ ଅଭିଯୋଗରେ ବାନ୍ଧିଲା ପୋଲିସ। ପୀଡ଼ିତାଙ୍କ ମା ଥାନାରେ ଅଭିଯୋଗ କରିବା ପରେ ଏହି
Read More...

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ,
Read More...

୪ କୋଟି ଟଙ୍କା ହେରଫେର୍‌ ମାମଲାରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ

ମୟୁରଭଞ୍ଜ: ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି। ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍‌ କରିଥିବା ଅଭିଯୋଗ ହୋଇଥିଲା ।
Read More...

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଆର୍‌ଏସ୍‌ରୁ କେ.କବିତା ସସ୍‌ପେଣ୍ଡ

ତେଲେଙ୍ଗାନା: ଝିଅ କେ. କବିତାଙ୍କୁ ବିଆରଏସରୁ ସସପେଣ୍ଡ କଲେ ସୁପ୍ରିମୋ କେ. ଚନ୍ଦ୍ରଶେଖର ରାଓ। କବିତାଙ୍କ ବାପା ତଥା ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆରଙ୍କ ଏହି ନିଷ୍ପତ୍ତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଦଳ ବିରୋଧରେ କହି ବୁଲିବା କାରଣରୁ କବିତାଙ୍କୁ ସସପେଣ୍ଡ କରାଯାଇଥିବା
Read More...