ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ହେବ କାର୍ଯ୍ୟାନୁଷ୍ଠାନ

ପୁରୀ: ଆଉ ଭିନ୍ନ ଭିନ୍ନ ପଞ୍ଜିକାରେ ରହିବନି ଭିନ୍ନ ଭିନ୍ନ ତଥ୍ୟ। ଏବେ ସବୁ ପଞ୍ଜିକାରେ ପର୍ବପର୍ବାଣୀକୁ ନେଇ ରହିବ ସମାନ ତଥ୍ୟ। ପଞ୍ଜିକା ସମୀକରଣ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏହାସହ ୫ଟି ପଞ୍ଜିକାକୁ ସ୍ବୀକୃତି ପ୍ରଦାନ କରାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ
Read More...

ରେମୁଣା ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରେମୁଣା: ବାଲେଶ୍ୱର ଜିଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକ କାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
Read More...

ବାଇକକୁ ପିଟିଲା କାର୍‌: ୩ ଯୁବକ ମୃତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।
Read More...

ତିରୁପତି ଲଡୁ ବିବାଦ ଘଟଣାରେ ୪ ଜଣଙ୍କୁ ଗିରଫ କଲା ସିବିଆଇ

ଆନ୍ଧ୍ର ପ୍ରଦେଶ: ବହୁଚର୍ଚ୍ଚିତ ତିରୁପତି ଲଡୁ ଅପମିଶ୍ରଣ ବିବାଦ ଘଟଣାରେ ସିବିଆଇ ୪ଜଣଙ୍କୁ ଗିରଫ କରିଛି। ତିରୁପତି ମନ୍ଦିରକୁ ଘିଅ ଯୋଗାଉଥିବା ବିଭିନ୍ନ କମ୍ପାନୀର ୪ଜଣଙ୍କୁ ଗିରଫ କଲା ସିବିଆଇ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଏଆର.ଡେରୀ (ତାମିଲନାଡୁ), ପରାଗ ଡାଏରୀ (ଉତ୍ତର ପ୍ରଦେଶ),
Read More...

ଫ୍ଲଡ ଲାଇଟ ବନ୍ଦ ଘଟଣାରେ ଓସିଏକୁ କାରଣ ଦର୍ଶାଅ ନୋଟିସ

କଟକ: ବାରବାଟୀ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ଚାଲୁଥିବା ବେଳେ ଫ୍ଲଡ୍ ଲାଇଟ୍ ବନ୍ଦ ହେବା ପ୍ରସଙ୍ଗରେ ଆକସନ ମୋଡରେ ରାଜ୍ୟ ସରକାର। ଓଡ଼ିଶା କ୍ରିକେଟ ଆସୋସିଏସନ (OCA)କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ଓ ଯୁବ ସେବା ବିଭାଗ। କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ
Read More...

ଟ୍ରେନ୍‌ ଟଏଲେଟ୍‌ରେ ଯୁବକଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ଟ୍ରେନ୍ ଟଏଲେଟରୁ ମୃତଦେହ ଉଦ୍ଧାର। ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍‌ରେ ସମ୍ବଲପୁର -ନାନ୍ଦେଡ଼ ଟ୍ରେନର ଟଏଲେଟ୍‌ରୁ ଏକ ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ। ସୂଚନା ଅନୁଯାୟୀ ନାନ୍ଦେଡ ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ ଆଜି ସକାଳେ ସମ୍ବଲପୁରରେ
Read More...

ସଙ୍ଗମରେ ବୁଡ଼ ପକାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ମହାକୁମ୍ଭରେ ବୁଡ଼ ପକାଇଛନ୍ତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ବୁଡ଼ ପକାଇବା ପରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରି ପୂଜା ମଧ୍ୟ କରିଥିଲେ।। ରାଷ୍ଟ୍ରପତିଙ୍କ ସହ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ
Read More...

ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

ମଣିପୁର: ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହ। ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି
Read More...

ବାରବାଟୀରେ ଭାରତର ଦମଦାର ବିଜୟ

୪ ଓ୍ବିକେଟରେ ହାରିଲା ଇଂଲଣ୍ଡ କଟକ: ବାରବାଟୀରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚକୁ ୪ ଉଇକେଟରେ ଜିତିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ନେଇଛି ଭାରତ। ସିରିଜର ଅନ୍ତିମ ମ୍ୟାଚ ବାକି ଥିଲେ ମଧ୍ୟ ଭାରତ ୨-୦ରେ ବିଜୟୀ ହୋଇଛି। ପ୍ରଥମେ ବ୍ୟାଟିଂ କରି
Read More...

ମହାକୁମ୍ଭରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରୟାଗରାଜ: ଆସନ୍ତାକାଲି ସୋମବାର ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସେ ଆସନ୍ତାକାଲି ଉତ୍ତରପ୍ରଦେଶ ଗସ୍ତ କରିବେ। ମହାକୁମ୍ଭ ମେଳାରେ ୮ ଘଣ୍ଟା ସମୟ ଅତିବାହିତ କରିବେ। ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ
Read More...