ପ୍ରମୁଖ ଖବର

ବାତ୍ୟା ଆଶଙ୍କା: ମାଲକାନଗିରିରେ ୧୯ ଓ ୨୦ରେ ସ୍କୁଲ୍‌, କଲେଜ ଛୁଟି
ଆଇପିଏଲ୍‌ରୁ ସନ୍ନ୍ୟାସ ନେଲେ ଧୋନି
ଭାସ୍କର ଜ୍ୟୋତି ଶର୍ମାଙ୍କୁ ଓଏଫଡିସି ଅଧ୍ୟକ୍ଷ ଦାୟିତ୍ୱ
ଦିଲ୍ଲୀରେ ପୁରୁଣା କୋଠାର ଛାତ ଭୁଶୁଡ଼ି ୨ ମୃତ, ୪ ଆହତ
ସରକାରୀ କର୍ମଚାରୀଙ୍କ ୩% ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ୬୩%
ଶୀତ ଅଧିବେଶନ ପାଇଁ କଡ଼ା ସୁରକ୍ଷା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ
Browsing Tag

corona vaccines

ଟାର୍ଗେଟକୁ ବି ଟପିଗଲେ

ରେକର୍ଡ ଟିକାଦାନ: ୪ ଲକ୍ଷ ୨ ହଜାର ୪୩୪ ଡୋଜ ଦିଆଯାଇଛି୨୧ ଜୁନରେ ସର୍ବାଧିକ ୩ ଲକ୍ଷ ୩୨ ହଜାର ୭୧୭ ଟିକାଦାନ ହୋଇଥିଲା ରାଜ୍ୟରେ ଦିନକରେ ରେକର୍ଡ ଟିକାଦାନ । ଦିନକରେ ୪ ଲକ୍ଷରୁ ଅଧିକ ଟିକାକରଣ ହୋଇଛି ଓଡିଶାରେ । ଆଜି ୪ ଲକ୍ଷ ୨ ହଜାର ୪୩୪ ଡୋଜ ଦିଆଯାଇଛି। ଯାହା ଗୋଟିଏ ଦିନରେ…
Read More...

ଗଂଜାମ ନେଲା ‘କୋଭାକ୍ସିନ୍‌’

ଭୁବନେଶ୍ୱର ପରେ ଗଂଜାମକୁ ଫୋକସ କଲେ ସରକାର ଭୁବନେଶ୍ବର: ଭୁବନେଶ୍ୱରେ ପରେ ଏବେ ଗଂଜାମରେ କୋଭାକ୍ସିନ ଟିକା । ରାଜ୍ୟରେ କେବେଳ ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯାଉଥିବା ଅନ୍ୟ ସବୁ ଜିଲ୍ଲାରେ କୋଭିସିଲ୍ଡ ଟିକା ଦିଆଯାଉଛି । ଗଂଜାମରେ ମଧ୍ୟ ପୂର୍ବରୁ କୋଭିସିଲ୍ଡ ଦିଆଯାଉଥିଲା।…
Read More...

ଟିକା ସଂପର୍କରେ କେନ୍ଦ୍ର ସରକାର ଦେଲେ ନୂଆ ତଥ୍ୟ

ନୂଆଦିଲ୍ଲୀ: ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩.୨୮ କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି। ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି। ସରକାର କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା ୪୫,୯୫୧ ରହିଛି।…
Read More...

କଡ଼ ଓଲଟାଉଛି ରାଜନୀତି: ପ୍ରଧାନମନ୍ତ୍ରୀ ବନାମ ପାଞ୍ଚ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଂଗ୍ରେସର ଆକ୍ରମଣାତ୍ମକ ଆଭିମୁଖ୍ୟ ରାଜନୈତିକ ଦୃଷ୍ଟିକୋଣରୁ ଗୁରୁତ୍ବପୂର୍ଣ୍ଣ ହୋଇଥିଲେ ହେଁ, ତାହା କେନ୍ଦ୍ର ସରକାରଙ୍କୁ ପ୍ରଭାବିତ କରିବା ଅବସ୍ଥାରେ ନାହିଁ। ଭୀଷଣ ଭାବମୂର୍ତି ସଙ୍କଟ ଭିତରେ କଂଗ୍ରେସର ଜାତୀୟ ନେତୃତ୍ବ ଏବେ ଗତି କରୁଛନ୍ତି। କିନ୍ତୁ କେଉଁଠି ନା କେଉଁଠି…
Read More...

ଦିନେ ବିଜୁ ବାବୁ କରୁଥିଲେ, ଏବେ ନବୀନ…

ଟିକା କିଣା କ୍ଷେତ୍ରରେ ସବୁ ରାଜ୍ୟ ମଧ୍ୟରେ ସହମତି ପାଇଁ ଅଣ୍ଟାଭିଡ଼ିଲେ ଚିଠି ଲେଖି ଜଣାଇଲେ ପରସ୍ପର ବିରୋଧରେ ଲଢିବା ପରିବର୍ତ୍ତେ ଏକାଠି ହୁଅଲୋକଙ୍କ ଜୀବନ ଗୁରୁତ୍ବପୂର୍ଣ୍ଣ, ସ୍ବାଧୀନତା ସଂଗ୍ରାମ ପରେ ବଡ଼ ଚ୍ଯାଲେଞ୍ଜତୃତୀୟ ଲହର ପୂର୍ବରୁ ସମସ୍ତଙ୍କ ଟିକାକରଣ ନ ହେଲେ କେହି ସୁରକ୍ଷିତ…
Read More...