ପ୍ରମୁଖ ଖବର

ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ନୋଟିସ ଜାରି
ରଞ୍ଜନା ଚୋପ୍ରା ଓ ହେମନ୍ତ ଶର୍ମାଙ୍କ ପଦୋନ୍ନତି କଲେ ରାଜ୍ୟ ସରକାର
କମେଡି କିଙ୍ଗ୍ କପିଲ୍ ଶର୍ମା, କମେଡିଆନ ରାଜପାଲ ଯାଦବ, ରେମୋ ଡିସୁଜା, କମେଡିଆନ ସୁଗନ୍ଧା ମିଶ୍ରଙ୍କୁ ମିଳିଛି ହତ୍ୟା ଧମକ
ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ
ରାଜଧାନୀରୁ ୪୨ କିଲୋ ଗଞ୍ଜେଇ ଜବତ, ୫ ଗିରଫ
Browsing Tag

covid-19

ତଥାପି ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନରେ

ଭୁବନେଶ୍ବର; ରାଜ୍ୟରେ କରୋନା ସଂକ୍ରମଣ କେବେ ବଢୁଛି ତ କେବେ କମୁଛି। ଏବେ ହଜାରେରୁ ୧୩ ଶହ ଭିତରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା। ଖୋର୍ଦ୍ଧା ଓ କଟକକୁ ଛାଡିଦେଲେ ସବୁ ଜିଳ୍ଲା ଗ୍ରିନ ଜୋନରେ ରହିଛି। ଖୋର୍ଦ୍ଧା ରେଡ ଜୋନରେ ରହିଥିବା ବେଳେ କଟକ ୟେଲୋ ଜୋନରେ ରହିଛି। ଗତ ୨୪ ଘଣ୍ଟାରେ ୬୯
Read More...

ପୁଣି ୨% ଉପରେ ସଂକ୍ରମଣ ହାର

ଭୁବନେଶ୍ବର: କରୋନା ସଂକ୍ରମଣ ଏବେ ରାଜ୍ୟରେ ପୁଣି ଉପରମୁହାଁ ହୋଇଛି । ଅଗଷ୍ଟ ପହିଲାରୁ ସଂକ୍ରମଣର ହଠାତ ହ୍ରାସ ସାମାନ୍ୟ ଆଶ୍ୱସ୍ତି ଆଣିଥିଲା । ହେଲେ ଗତ ତିନି ହେବ ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଚିନ୍ତା ବଢାଇଛି । ପୁଣି ୨ ପ୍ରତିଶତ ଉପରକୁ ଉଠିଛି ସଂକ୍ରମଣ ହାର । ଖୋର୍ଦ୍ଧା,
Read More...

ସଂକ୍ରମଣ କମିଲା, ମୃତ୍ୟୁ ସଂଖ୍ୟା ନୁହେଁ

ଅଗଷ୍ଟ ଆରମ୍ଭରୁ କରୋନା ଗ୍ରାଫ୍‌କୁ ନେଇ ସାମ୍ନାକୁ ଆସିଲା ଫେଣ୍ଟାଫେଣ୍ଟି ଚିତ୍ରରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୬୦୦୦ ଟପିଲାସଂକ୍ରମଣ ହାର ୧.୫୩କୁ ଖସିଲା, ଖୋର୍ଦ୍ଧାରେ ୨୩୭ ପଜିଟିଭ୍ ଭୁବନେଶ୍ବର: ଅଗଷ୍ଟ ଆରମ୍ଭରୁ ଆସିଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଗତ ଦୁଇ ଦିନ ହେବ
Read More...

ସଂକ୍ରମଣ ହାର ୨% ତଳକୁ ଖସିଲା

ଭୁବନେଶ୍ବର: ରାଜ୍ୟରେ ଅଗଷ୍ଟ ମାସ ପାଇଁ କଟକଣା ଆହୁରି କୋହଳ କରାଯାଇଥିବା କେବଳ କଟକ, ପୁରୀ,ଖୋର୍ଦ୍ଧା ଉପରେ ସରକାର ନଜର ରଖିଛନ୍ତି। କାରଣ ଏହି ୩ ଜିଲ୍ଲାରେ ସଂକ୍ରମଣ ନିୟନ୍ତ୍ରଣକୁ ଆସିନାହିିଁ। ଗତ ୨୪ ଘଣ୍ଟା ମଧ୍ୟରେ ଏହି ୩ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନେକ ଦିନ
Read More...

ସବୁ ଖୋଲିଲା, ଅଳ୍ପ କିଛି ବନ୍ଦ ରହିଲା

ଭୁବନେଶ୍ବର: ଆସିଲା ଅଗଷ୍ଟ ମାସର ନିୟମାବଳୀ। ରାଜ୍ୟ ସରକାର ତାଲା ଖୋଲା ଆରମ୍ଭ କରିଛନ୍ତି। ଏ ଓ ବି କାଟାଗୋରି ଜିଲ୍ଲା ହିସାବକୁ ବି ହଟାଇ ଦିଆଯାଇଛି। ସେପ୍ଟେମ୍ବର ପହିଲା ଅର୍ଥାତ୍ ମାସକ ପାଇଁ ଜାରି ନିର୍ଦେଶନାମାରେ ଅନେକ କୋଭିଡ଼ କଟକଣାକୁ କୋହଳ କରାଯାଇଛି। ସୂଚନା ଦେଇ ସ୍ବତନ୍ତ୍ର
Read More...

କେରଳରେ କରୋନାର ସାଂଘାତିକ ସ୍ଥିତି

କରୋନା ସଂକ୍ରମଣ ତଳମୁହାଁ ନେଇ କିଛି ଦିନ ହେବ ଦେଶରୁ ଆଶ୍ୱସ୍ତି ଖବର ଆସୁଥିଲା । ସଂକ୍ରମଣ ହାର ବୃଦ୍ଧିରେ ବ୍ରେକ ଲାଗିଥିଲା । କିନ୍ତୁ ଗତ ୩ ଦିନ ହେବ ଦେଶରେ ଦୈନିକ ସଂକ୍ରମଣ ପୁଣି ବଢିଛି । ୪୦ ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଚିନ୍ତାର ବିଷୟ ହେଉଛି ଦେଶରୁ ଯେତିକି
Read More...

ଓଡ଼ିଶାକୁ ତୃତୀୟ ଛୁଇଁନି, ଚତୁର୍ଥ ତରଙ୍ଗ ଆରମ୍ଭ କଲେଣି ଅଭିଯାନ

କାଏରୋ: ମଧ୍ୟପୂର୍ବ ରାଷ୍ଟ୍ରରେ କୋଭିଡ୍-୧୯ ଡେଲ୍‌ଟା ଭାରିଆଣ୍ଟର ଚତୁର୍ଥ ତରଙ୍ଗ ଛୁଇଁଲାଣି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏ ସଂପର୍କରେ ସତର୍କ କରାଇଛି। ଏସବୁ ରାଷ୍ଟ୍ରରେ କରୋନା ଭୁତାଣୁ ପୁଣି ଥରେ ନୂଆ ରୂପରେ ସେମାନଙ୍କର କାୟା ମେଲାଇଲେଣି। ଗୁରୁବାର ଦିନ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ
Read More...

ନିୟନ୍ତ୍ରଣକୁ ଆସିପାରିନି ଖୋର୍ଦ୍ଧା ଓ କଟକ ଜିଲ୍ଲା

ଭୁବନେଶ୍ବର: ଅଗଷ୍ଟ ୧ ତାରିଖ ସକାଳୁ ରାଜ୍ୟରେ ଆଶିଂକ ଲକଡାଉନ ଅବଧି ସରୁଥିବା ବେଳେ ସରକାର ନୂଆ କରୋନା ଗାଇଲାଇନ ଆଜି କିମ୍ବା କାଲି ଘୋଷଣା କରିପାରନ୍ତି। ତେବେ ରାଜ୍ୟରେ ସବୁ ଜିଲ୍ଲାରେ ସଂକ୍ରମଣ କମୁଥିବା ବେଳେ ଖୋର୍ଦ୍ଧା ଓ କଟକରେ ସ୍ଥିତି ନିୟନ୍ତ୍ରଣକୁ ଆସିନାହିଁ। ତେଣୁ ଏହି ଦୁଇ
Read More...

ତାଲାବନ୍ଦ କଟକଣା ଉଠିବା ରାସ୍ତାରେ ତିନି ଜିଲ୍ଲା କଣ୍ଟା

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ତଳକୁ ଖସୁଥିଲେ ମଧ୍ୟ ଉପକୂଳ ଜିଲ୍ଲା ଏବେ ସଂପୂର୍ଣ୍ଣ ନିୟନ୍ତ୍ରଣ ଆସିନି> ତାଲା ବନ୍ଦ ଅବଧି ଆଉ ୩ ଦିନ ଥିବା ବେଳେ ଉପକୂଳ ଜିଲ୍ଲାଗୁଡିକରେ ସ୍ଥିତି ଚିନ୍ତାଜନକ ରହିଛି। ବିଶେଷକରି ଖୋର୍ଦ୍ଧା,କଟକ, ପୁରୀ, ବାଲେଶ୍ୱରରେ ସଂକ୍ରମଣ ହାର ଅଧିକ ରହୁଛି। ତେଣୁ
Read More...

ପୁଣି ଉପରମୁହାଁ ହେଲା ସଂକ୍ରମଣ, ଡରାଇଲାଣି କରୋନା

ନୂଆଦିଲ୍ଲୀ: ୪ମାସ ପରେ ଗତକାଲି ଦେଶର ସଂକ୍ରମଣ ୩୦ ହଜାର ତଳକୁ ଖସିଥିଲା। ସମସ୍ତେ ଟିକେ ଆଶ୍ବସ୍ତ ହୋଇଥିଲେ। ଗୋଟିଏ ଝଟକାରେ ଏହା ଏତେ ଉପରକୁ ଉଠିଛି ଯେ ପୁଣି ଥରେ ସମଗ୍ର ଦେଶ କୋଭିଡ୍ ଚିନ୍ତାରେ ଥରି ଉଠିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ଦେଶରେ ପ୍ରାୟ ୪୭
Read More...