ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
Browsing Tag

covid-19

ଟିକା ସଂପର୍କରେ କେନ୍ଦ୍ର ସରକାର ଦେଲେ ନୂଆ ତଥ୍ୟ

ନୂଆଦିଲ୍ଲୀ: ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩.୨୮ କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି। ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି। ସରକାର କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା ୪୫,୯୫୧ ରହିଛି।
Read More...

କୋଭିଡ୍ ସଂପର୍କରେ ଆସିଲା ବଡ଼ ଖବର

ଲକ୍‌ଡାଉନରୁ ମିଳିଛି ବଡ଼ ସଫଳତା: ୧୦ ପ୍ରତିଶତ ତଳକୁ ଖସିଲା ସଂକ୍ରମଣ ହାର ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତାଜନକ, କେବଳ ଜୁନରେ ୨୪୦ଜଣଙ୍କ ମୃତ୍ୟୁ ଘୋଷଣାଭୁବନେଶ୍ବରରେ ବି ସଂକ୍ରମଣ ହାର କମିନି, ୧୧୬୭ଜଣଙ୍କ ଠାରେ କୋଭିଡ୍‌ ଚିହ୍ନଟ ଭୁବନେଶ୍ବର: ମେ' ୫ ତାରିଖରେ ସାରା ରାଜ୍ୟକୁ
Read More...

କଡ଼ ଓଲଟାଉଛି ରାଜନୀତି: ପ୍ରଧାନମନ୍ତ୍ରୀ ବନାମ ପାଞ୍ଚ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଂଗ୍ରେସର ଆକ୍ରମଣାତ୍ମକ ଆଭିମୁଖ୍ୟ ରାଜନୈତିକ ଦୃଷ୍ଟିକୋଣରୁ ଗୁରୁତ୍ବପୂର୍ଣ୍ଣ ହୋଇଥିଲେ ହେଁ, ତାହା କେନ୍ଦ୍ର ସରକାରଙ୍କୁ ପ୍ରଭାବିତ କରିବା ଅବସ୍ଥାରେ ନାହିଁ। ଭୀଷଣ ଭାବମୂର୍ତି ସଙ୍କଟ ଭିତରେ କଂଗ୍ରେସର ଜାତୀୟ ନେତୃତ୍ବ ଏବେ ଗତି କରୁଛନ୍ତି। କିନ୍ତୁ କେଉଁଠି ନା କେଉଁଠି
Read More...

ଦିନେ ବିଜୁ ବାବୁ କରୁଥିଲେ, ଏବେ ନବୀନ…

ଟିକା କିଣା କ୍ଷେତ୍ରରେ ସବୁ ରାଜ୍ୟ ମଧ୍ୟରେ ସହମତି ପାଇଁ ଅଣ୍ଟାଭିଡ଼ିଲେ ଚିଠି ଲେଖି ଜଣାଇଲେ ପରସ୍ପର ବିରୋଧରେ ଲଢିବା ପରିବର୍ତ୍ତେ ଏକାଠି ହୁଅଲୋକଙ୍କ ଜୀବନ ଗୁରୁତ୍ବପୂର୍ଣ୍ଣ, ସ୍ବାଧୀନତା ସଂଗ୍ରାମ ପରେ ବଡ଼ ଚ୍ଯାଲେଞ୍ଜତୃତୀୟ ଲହର ପୂର୍ବରୁ ସମସ୍ତଙ୍କ ଟିକାକରଣ ନ ହେଲେ କେହି ସୁରକ୍ଷିତ
Read More...