ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ
Browsing Tag

lockdown

୧୬ ତାରିଖ ଯାଏ ଆଂଶିକ କଟକଣା ଜାରି କଲେ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଆଜି ଜୁଲାଇ ୧୬ ତାରିଖ ଯାଏ ଆଂଶିକ ଲକ୍‌ଡାଉନ୍ ଘୋଷଣା କରାଯାଇଛି। ଆର୍‌ଏନ୍‌ଏରେ ଆଜି ପୂର୍ବାହ୍ନରେ ଯେଭଳି ପୂର୍ବାନୁମାନ କରାଯାଇଥିଲା, ଠିକ୍‌ ସେମିତି ସରକାର ପଦକ୍ଷେପ ନେଇଛନ୍ତି। ଆଜି ଏ ସଂକ୍ରାନ୍ତରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି…
Read More...

କରୋନା କଟକଣା କମିବ କି ? ଆସୁଛି ନୂଆ ଘୋଷଣା

ଅପରାହ୍ନ ସାଢେ ଦୁଇଟାରେ ମୁଖ୍ୟଶାସନ ସଚିବ କରିବେ ବଡ଼ ଘୋଷଣାଆଜି ସବୁଠାରୁ ଅଧିକ ନମୁନା ପରୀକ୍ଷା, ମୃତ୍ୟୁ ସଂଖ୍ୟାରେ ବି ରେକର୍ଡରାଜ୍ୟର ମୋଟ କରୋନା ମୃତ୍ୟୁ ୪୦୦୦ ଡେଇଁଲା, ଖୋର୍ଧାରେ ସର୍ବାଧିକକେବଳ ଜୁନ ମାସରେ ୧୨୬୪ଜଣଙ୍କ ମୃତ୍ୟୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ଭୁବନେଶ୍ବର:…
Read More...