ପ୍ରମୁଖ ଖବର

ବିଜେପି ଛାଡ଼ି ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି ଦେବାଶିଷ ନାୟକ
ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ୩ ଦିନିଆ ପୁଲିସ ହେପାଜତରେ ଗଲେ କଂଗ୍ରେସ ନେତା ଅରୁଣ ରେଡ୍ଡୀ
ଆସନ୍ତାକାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାରେ ଉଦବୋଧନ ଦେବେ
ନବୀନଙ୍କ ୪ ଜିଲ୍ଲା ଗସ୍ତ: ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ପରେ ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ
ଟିକେଟ ଫେରାଇ ଦେଲେ ପୁରୀ ଲୋକସଭା ପ୍ରାର୍ଥୀ; ମେଲରେ ଏଆଇସିସି କୁ ଲେଖିଲେ କଡ଼ା କଥା,ନିର୍ବାଚନ ଲଢ଼ିବା ପାଇଁ ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ଫେରାଇ ଦେଇଥିବା ସେ ମେଲ ଜରିଆରେ ଏଆଇସିସିକୁ ଜଣାଇଛନ୍ତି
Browsing Tag

odia breaking news

ନବୀନଙ୍କ ଫୋକସ୍‌ରେ ସତ୍ୟବାଦୀ, ଗୋପବନ୍ଧୁ

ଭୁବନେଶ୍ବର: ପୁରୀ ପରେ ସତ୍ୟବାଦୀ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି କ୍ରମରେ ଆଜି ଐତିହ୍ୟ କ୍ୟାବିନେଟ ନୀତିର ସମୀକ୍ଷା କରିବା ବେଳେ ମୁଖ୍ୟଶାସନ ସଚିବ ତନାଘନା କରିଥିଲେ। ଓଡିଆ ଭାଷା ଓ ସଂସ୍କୃତିର…
Read More...

ଅଗଷ୍ଟ ୨୨ ଭିତରେ ମାଟ୍ରିକ ଫଳ

ଭୁବନେଶ୍ବର: ଅଫଲାଇନ ପରୀକ୍ଷା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପୂର୍ବରୁ ବଡ଼ ସୂଚନା ଦିଆଯାଇଛି । ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ଦଶମ ଅଫଲାଇନ ପରୀକ୍ଷା ହେବାକୁ ଥିବା ବେଳେ ପରୀକ୍ଷା ପାଇଁ ୧୫ ହଜାର ୧୧୫ ଜଣ ଫର୍ମ ପୂରଣ କରିଛନ୍ତି । ଗଂଜାମରୁ ସର୍ବାଧିକ ୧୩ ଶହ ୧୫ ଜଣ ଫର୍ମପୂରଣ କରିଛନ୍ତି ।…
Read More...

ରାସ୍ତାରେ ବିମାନ ଓହ୍ଲାଇ ଆହତ ଯବାନଙ୍କୁ ଉଠାଇ ଆଣିଲେ ପାଇଲଟ୍

କନ୍ଧମାଳ ଜିଲ୍ଲା ଗୋଛାପଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ୮ଘଣ୍ଟା ହେଲା ଗୁଳି ବିିନିମୟ ଜାରିବୌଦ୍ଧ-କନ୍ଧମାଳ ସୀମାରେ ଅପରେସନ୍ ଚାଲିଛି, ଦୁଇ ଯବାନ ଗୁରୁତର, ବିଏସଏଫ୍ ବିମାନରେ ଆସିଲେକୋରାପୁଟ ଓ ମାଲକାନଗିରି ଗସ୍ତରେ ଥିବା ଡିଜିପି ଅଭୟ ଗସ୍ତ ବାତିଲ୍ କରି କନ୍ଧମାଳରେ…
Read More...

ମନରେଗା ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ବର: ମହାମାରୀ ସମୟରେ କେହି ରହିବେନି ଭୋକିଲା । ଦୂର ହେବ ପେଟ ଚିନ୍ତା । କରୋନା କାଳରେ ଆର୍ଥିକ ସ୍ଥିତି ସୁଦୃଢ କରିବେ ସରକାର । ମନରେଗା ଶ୍ରମିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି ।…
Read More...

ଆଇପିଏସ୍‌ ଅଫିସରଙ୍କ ଦାୟିତ୍ବ ବଦଳିଲା

ଅଖିଳେଶ୍ୱର ସିଂ: ଜଗତସିଂହପୁର ଏସପିରାହୁଲ ଜୈନ: ବରଗଡ ଏସପିପ୍ରତ୍ୟୁଷ ଦିବାକର: ନୂଆପଡା ଏସପିକେ.ଆର୍ ଦ୍ୟାନଦେଓ: ମୟୂରଭଂଜ ଏସପିପି.ଏସ ମୀନା:ମାଲକାନଗିରି ଏସପିପି.ଏସ ପର୍ଷୋତ୍ତମ ଦାସ: ନବରଙ୍ଗପୁର ଏସପିପ୍ରକାଶ ଆର: ଭିଜିଲାନ୍ସ ଅଧିକାରୀଆଇଜି ଏସ୍.ଦେବଦତ୍ତ ସିଂ- ମୁଖ୍ୟାଳୟ (ଡେପୁଟେସନରୁ…
Read More...

ଭୁବନେଶ୍ବର: ମୁଁ ଥାଉ ଥାଉ ମରିବନି ମୋ ପୁଅ। ସାପ ଚୋଟରେ ତା ଜୀବନ ଯିବାକୁ କେବେ ବି ଦେବିନି। ମୁଁ ପଛେ ମରିଯିବି, ତାକୁ କିନ୍ତୁ ବଞ୍ଚେଇବି। ସର୍ପ ଦଂଶନରୁ ତାକୁ ସୁରକ୍ଷା ଦେବି। ମୃତ୍ୟୁ ସହ ମୁହାଁମୁହିଁ ହେବା ବେଳେ ଏମିତି କିଛି ଭାବି ପୁଅକୁ କାମୁଡିବାକୁ ଯାଉଥିବା…
Read More...

ସିସିଟିଭି ଧରିଲା ସତ

ମୃତ୍ୟୁ ଉପରୁ ରହସ୍ୟ ହଟାଇଲା ପୁଲିସ ଭୁବନେଶ୍ବର: ସମସ୍ତେ ଭାବୁଥିଲେ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କିନ୍ତୁ ଦେଢ ମାସ ପରେ ମୃତ୍ୟୁ ଉପରୁ ରହସ୍ୟ ହଟାଇଲା କ୍ୟାପିଟାଲ ପୁଲିସ । ମେ ୨୪ରେ ସୂର୍ଯ୍ୟନଗରର ସୁବାଷ ନାଏକର ମୃତ୍ୟୁ ହୋଇଥିଲା । ରାଜଭବନ ପାଖରେ ଏକ ଲୁହା ଖୁଂଟରେ ପିଟି…
Read More...

ଆଇସିୟୁରେ ହତ୍ୟାକାରୀ, ବାହାରେ କାରଣ ଖୋଜୁଛି ପୁଲିସ

ଭୁବନେଶ୍ବର: ରାଜଧାନୀରୁ ଯାଜପୁର । ସାରା ରାଜ୍ୟରେ ଚହଳ ସୃଷ୍ଟି କରିଛି ପ୍ରିୟଙ୍କା ପ୍ରିୟଦର୍ଶନୀଙ୍କ ହତ୍ୟା ଖବର । ଶବ ବ୍ୟବଚ୍ଚେଦ ପରେ ପ୍ରିୟଙ୍କାଙ୍କ ମୃତଦେହ ଗାଁରେ ପହଚିଂବା ପରେ ଅନ୍ତିମ ସଂସ୍କାର କରାଯାଇଛି । ଜୁଇରେ ଜଳିଯାଇଛି ଗୋଟେ ହସଖୁସିର ସଂସାର । ପ୍ରିୟଙ୍କା ମୃତ୍ୟୁ ପୂରା ଗାଁ…
Read More...

ରଥଯାତ୍ରା ଶୁଣାଣି ବେଳେ ଏମିତି କହିଲେ ଜଷ୍ଟିସ୍ ରମନ୍ନା

କେବଳ ପୁରୀରେ ହେବ ରଥଯାତ୍ରା, ଅନ୍ୟ କେଉଁଠି ନୁହେଁ: ଏକାଧିକ ପିଟିସନ ସର୍ବୋଚ୍ଚ ନ୍ୟାୟାଳୟରେ ଖାରଜଜଷ୍ଟିସ୍ ରମଣା ବଡ ରାୟ ଦେଇ କହିଲେ ଏମିତି କରିବାକୁ ମତେ ଭଲ ଲାଗୁନି, କିନ୍ତୁ ଆମେ ମଧ୍ୟ ନାଚାରଆସନ୍ତାବର୍ଷ କୋଭିଡ୍ ସ୍ଥିତି ସୁଧୁରିଲେ ରଥଯାତ୍ରା ପାଇଁ ଅନୁମତି ଦିଆଯାଇପାରିବ ,ଏ ଆଶା…
Read More...

ଚିଲିକାରେ ବଡ଼ ପରିବର୍ତ୍ତନ ସଙ୍କେତ ମିଳିଲା

ମଧୁର ଜଳ ଅଂଶ କମୁଛି,ଲୁଣା ପାଣି ବଢ଼ୁଛିମୁହଁ ମୋଡ଼ିଲେଣି ବିଦେଶରୁ ଆସୁଥିବା ପକ୍ଷୀବେଆଇନ ଘେରି ନେଇ ତାଗିଦ୍ କରିଛନ୍ତି ହାଇକୋର୍ଟସରକାର ବେଫିକର, କେଉଁଥିକି ବି ଧ୍ୟାନ ନାହିଁ ଭୁବନେଶ୍ୱର: ନିକଟରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ କରିବା ପ୍ରସଙ୍ଗକୁ ନେଇ ହାଇକୋର୍ଟ ଏକ ବଡ଼ ରାୟ…
Read More...