ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ
Browsing Tag

odia news update

ସିସିଟିଭି ଧରିଲା ସତ

ମୃତ୍ୟୁ ଉପରୁ ରହସ୍ୟ ହଟାଇଲା ପୁଲିସ ଭୁବନେଶ୍ବର: ସମସ୍ତେ ଭାବୁଥିଲେ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କିନ୍ତୁ ଦେଢ ମାସ ପରେ ମୃତ୍ୟୁ ଉପରୁ ରହସ୍ୟ ହଟାଇଲା କ୍ୟାପିଟାଲ ପୁଲିସ । ମେ ୨୪ରେ ସୂର୍ଯ୍ୟନଗରର ସୁବାଷ ନାଏକର ମୃତ୍ୟୁ ହୋଇଥିଲା । ରାଜଭବନ ପାଖରେ ଏକ ଲୁହା ଖୁଂଟରେ ପିଟି…
Read More...

ଘଣ୍ଟ ବଜାଇଲା କଂଗ୍ରେସ

ତୈଳ ଓ ଅତ୍ୟାବଶକ ଦରବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇଲା ଭୁବନେଶ୍ବର: ତୈଳ ଦର ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ଆଜିଠୁ କଂଗ୍ରେସର ଆନ୍ଦାଳନ ଆରମ୍ଭ ହୋଇଛି। ୭ରୁ ୧୭ ତାରିଖ ଯାଏ ୧୦ ଦିନ ଧରି ପ୍ରତିବାଦ କରିବ ଦଳ । ଆଜି ରାଜ୍ୟର ସବୁ ବ୍ଲକ ଅଫିସ ଓ…
Read More...

କୋଭିଡ୍ ମୃତ୍ୟୁ ନେଇ ଆସିଲା ସରକାରଙ୍କ ସ୍ପଷ୍ଟୀକରଣ

ଘୋଷଣା କରାଯାଉଥିବା ମୃତ୍ୟୁ ରିୟଲ ଟାଇମ୍ ତଥ୍ୟ ଉପରେ ନୁହେଁ: ସିବିକେସରକାର କୌଣସି କୋଭିଡ୍ ମୃତ୍ୟୁ ଜନିତ ତଥ୍ୟ ଲୁଚାଇନାହାନ୍ତି କହିଲେ ଡିଏମ୍‌ଇଟିହେଲେ ଅଣ କୋଭିଡ୍ ମୃତ୍ୟୁ ରିପୋର୍ଟ ନ ଦେବା ଫଳରେ ଲୋକଙ୍କ ସନ୍ଦେହ ବଢ଼ିଲାବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ପ୍ରଦର୍ଶନ ନେଇ ସବୁଠି…
Read More...

ମୁଁ ବି ସରକାରୀ ସ୍କୁଲରେ ପଢିଛି, କିନ୍ତୁ …

କାହା ସ୍ବାର୍ଥରେ କାମ କରୁଛନ୍ତି ଏସ୍‌ଏମ୍‌ସି?କେତେ ଥର ସରକାରଙ୍କୁ ଦେଉଛନ୍ତି ରିପୋର୍ଟ?ସାମାଜିକ ଗଣମାଧ୍ୟମରେ ଚାଲିଛି ପ୍ରତିଯୋଗିତାଉତ୍ତରଦାୟିତ୍ବ ନେବାକୁ କାହାର ଫୁରସତ୍ ନାହିଁ ଭୁବନେଶ୍ବର: ବିନା ପରୀକ୍ଷାରେ ହାଇସ୍କୁଲ ସାର୍ଟିଫିକେଟ୍ (ମାଟ୍ରିକ୍) ପରୀକ୍ଷା ଫଳ ରେକର୍ଡ ଛୁଇଁଛି।…
Read More...

୨୦୨୨ ସୁଦ୍ଧା ପୁରୀରୁ ଉଡିବ ବିମାନ

ଭୁବନେଶ୍ବର: ରାଜ୍ୟ ପାଇଁ ବଡ଼ ଖବର। ୨୦୨୨-୨୩ରୁ ପୁରୀରେ ବିମାନ ଉଡିବା ନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ସବୁ ଠିକ୍ ଠାକ୍ ଚାଲିଲେ ପୁରୀରୁ ବିମାନ ଉଡିବା ଉଜ୍ୱଳ। ୨୦୨୨ ସୁଦ୍ଧା ବିମାନବନ୍ଦର କାମ ସରିବ। ମନ୍ତ୍ରୀ କହିଛନ୍ତି, କରୋନା ସ୍ଥିତି ପାଇଁ ବିମାନ…
Read More...

କିଏ ହେବେ ପରବର୍ତ୍ତୀ ରାଜ୍ୟ ମୁଖ୍ୟ ସୂଚନା କମିସନର

ଅଗଷ୍ଟ ୧୫ରେ ରାଜ୍ୟ ମୁଖ୍ୟ ସୂଚନା କମିସନର ସୁନୀଲ ମିଶ୍ରଙ୍କ କାର୍ଯ୍ୟକାଳ ସରୁଛିଜୁଲାଇ ୩୧ ତାରିଖ ସୁଦ୍ଧା କରିବାକୁ ହେବ ଆବେଦନ, ଡିସିଙ୍କ ଅଧ୍ୟକ୍ଷତାରେ କମିଟିପୁଲିସ ଡିଜି ଅଭୟ, ବରିଷ୍ଠ ଆଇପିଏସ୍ ଏମ୍ ଅକ୍ଷୟଙ୍କ ନାମକୁ ନେଇ ଚାଲିଛି ଚର୍ଚ୍ଚା ଭୁବନେଶ୍ବର: ରାଜ୍ୟ ମୁଖ୍ୟ ସୂଚନା କମିସନ…
Read More...

ଅବସରପରେ ସରକାରୀବାବୁଙ୍କ ମୁହଁରେ ତୁଣ୍ଡି!

ଅବସରପରେ ବିଭାଗୀୟ ତଥ୍ୟ ପ୍ରକାଶ କଲେ ହରାଇପାରନ୍ତି ପେନସନ୍କେନ୍ଦ୍ର ସରକାରଙ୍କ କଟକଣା ପରେ ଭାରତବର୍ଷରେ ଆରମ୍ଭ ହେଲା ବିତର୍କକିଏ ଖୋଲାଚିଠି ଲେଖୁଥିଲେ, ଆଉ କିଏ ଗଣମାଧ୍ୟମରେ ବିଶେଷଜ୍ଞ ହେଉଥିଲେଉପଯୁକ୍ତ ଅଧିକାରୀଙ୍କ ଅନୁମତି ବିନା ପୁସ୍ତକ ବି ପ୍ରକାଶ କରିପାରିବେନି ଅଧିକାରୀ …
Read More...