ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ
Browsing Tag

odia news

ଭୁବନେଶ୍ବର: ମୁଁ ଥାଉ ଥାଉ ମରିବନି ମୋ ପୁଅ। ସାପ ଚୋଟରେ ତା ଜୀବନ ଯିବାକୁ କେବେ ବି ଦେବିନି। ମୁଁ ପଛେ ମରିଯିବି, ତାକୁ କିନ୍ତୁ ବଞ୍ଚେଇବି। ସର୍ପ ଦଂଶନରୁ ତାକୁ ସୁରକ୍ଷା ଦେବି। ମୃତ୍ୟୁ ସହ ମୁହାଁମୁହିଁ ହେବା ବେଳେ ଏମିତି କିଛି ଭାବି ପୁଅକୁ କାମୁଡିବାକୁ ଯାଉଥିବା
Read More...

ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛିମହାପ୍ରଭୁଙ୍କ ନୀତିକାନ୍ତି ଓ କୋଭିଡ ନିୟମ ପାଳନକୁ ଗୁରୁତ୍ବ ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ
Read More...

କେତେ ରଙ୍ଗିଲା ଏ ବିଲ୍‌ଡର

ଭୁବନେଶ୍ବର: ବିଲଡରଙ୍କୁ ବାନ୍ଧିଲା ପୁଲିସ । କିନ୍ତୁ ଆପଣ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ ଯଦି ବିଲଡରଙ୍କ ଗିରଫର କାରଣ ଜାଣିବେ। ରାଜଧାନୀର ଏହି ରଙ୍ଗିଲା ବିଲଡର ଜଣକ ଥରେ କି ଦୁଇ ଥର ନୁହେଁ ଚାରି ଚାରିଟି ବିବାହ କରିଛନ୍ତି । ଆଉ ଥାନାରେ ଅଭିଯୋଗ ପରେ ଘଟଣାର ସତ ଜଣାପଡିଛି ଓ ଏବେ ବିଲଡର
Read More...

ପ୍ରଥମ ଦିନରୁ ପ୍ରଧାନମନ୍ତ୍ରୀଙ୍କ ତନାଘନା

‘ନୂଆ ଶିକ୍ଷା ନୀତି’ରେ ନୂଆ ପିଢି ପାଇଁ ନୂତନ ମାର୍ଗ ପ୍ରସ୍ତୁତ ହେବ: ଧର୍ମେନ୍ଦ୍ର ପ୍ରଧାନଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ ନେଲେ କେନ୍ଦ୍ରମନ୍ତ୍ରୀଆଇଆଇଏସସି ବାଙ୍ଗାଲୋର, ଆଇଆଇଟି ବମ୍ବେ, ଆଇଆଇଟି ମାଡ୍ରାସ, ଆଇଆଇଟି କାନପୁରର ନିର୍ଦ୍ଦେଶକମାନଙ୍କ ସହ ଆଲୋଚନା,
Read More...

ଘର ଘର ବୁଲି ପଢାଯିବ ପାଠ

ମୋବାଇଲ ନଥିଲେ ବି ପିଲା ପଢିବେ ପାଠ ଭୁବନେଶ୍ବର: ଉପାନ୍ତ ଅଂଚଳରେ ଘରକୁ ଘର ବୁଲି ପଢାଯିବ ପାଠ । ଅନଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗର ନୂଆ ଯୋଜନା କରିଛି। ଇଣ୍ଟରନେଟ ନଥିବା ଉପାନ୍ତ ଅଞ୍ଚଳରେ ଗୁଡ଼ିକରେ ଘରକୁ ଘର ବୁଲି ପାଠ ପଢାଇବେ ଶିକ୍ଷକ।
Read More...

ଆଜି ଶ୍ରୀଜୀଉଙ୍କ ଘଣାଲାଗି ନୀତି

ପୁରୀ: ଆଜି ଶ୍ରୀଜୀଉଙ୍କ ଅଣସର ତ୍ରୟୋଦଶୀରେ ଘଣାଲାଗି ନୀତି ଅନୁଷ୍ଠିତ ହେବ । ଗତକାଲି ଗଜପତି ମହାରାଜାଙ୍କୁ ସେବକମାନେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦେବା ସହ ରଥଯାତ୍ରାର ସୁପରିଚାଳନା ନେଇ ଆଲୋଚନା କରିଥିଲେ। ଆଜି ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉଙ୍କୁ ଘଣା ଲାଗି ପରେ ଖଳି
Read More...

ଆଇସିୟୁରେ ହତ୍ୟାକାରୀ, ବାହାରେ କାରଣ ଖୋଜୁଛି ପୁଲିସ

ଭୁବନେଶ୍ବର: ରାଜଧାନୀରୁ ଯାଜପୁର । ସାରା ରାଜ୍ୟରେ ଚହଳ ସୃଷ୍ଟି କରିଛି ପ୍ରିୟଙ୍କା ପ୍ରିୟଦର୍ଶନୀଙ୍କ ହତ୍ୟା ଖବର । ଶବ ବ୍ୟବଚ୍ଚେଦ ପରେ ପ୍ରିୟଙ୍କାଙ୍କ ମୃତଦେହ ଗାଁରେ ପହଚିଂବା ପରେ ଅନ୍ତିମ ସଂସ୍କାର କରାଯାଇଛି । ଜୁଇରେ ଜଳିଯାଇଛି ଗୋଟେ ହସଖୁସିର ସଂସାର । ପ୍ରିୟଙ୍କା ମୃତ୍ୟୁ ପୂରା ଗାଁ
Read More...

ରଥଯାତ୍ରା ଶୁଣାଣି ବେଳେ ଏମିତି କହିଲେ ଜଷ୍ଟିସ୍ ରମନ୍ନା

କେବଳ ପୁରୀରେ ହେବ ରଥଯାତ୍ରା, ଅନ୍ୟ କେଉଁଠି ନୁହେଁ: ଏକାଧିକ ପିଟିସନ ସର୍ବୋଚ୍ଚ ନ୍ୟାୟାଳୟରେ ଖାରଜଜଷ୍ଟିସ୍ ରମଣା ବଡ ରାୟ ଦେଇ କହିଲେ ଏମିତି କରିବାକୁ ମତେ ଭଲ ଲାଗୁନି, କିନ୍ତୁ ଆମେ ମଧ୍ୟ ନାଚାରଆସନ୍ତାବର୍ଷ କୋଭିଡ୍ ସ୍ଥିତି ସୁଧୁରିଲେ ରଥଯାତ୍ରା ପାଇଁ ଅନୁମତି ଦିଆଯାଇପାରିବ ,ଏ ଆଶା
Read More...

ଚିଲିକାରେ ବଡ଼ ପରିବର୍ତ୍ତନ ସଙ୍କେତ ମିଳିଲା

ମଧୁର ଜଳ ଅଂଶ କମୁଛି,ଲୁଣା ପାଣି ବଢ଼ୁଛିମୁହଁ ମୋଡ଼ିଲେଣି ବିଦେଶରୁ ଆସୁଥିବା ପକ୍ଷୀବେଆଇନ ଘେରି ନେଇ ତାଗିଦ୍ କରିଛନ୍ତି ହାଇକୋର୍ଟସରକାର ବେଫିକର, କେଉଁଥିକି ବି ଧ୍ୟାନ ନାହିଁ ଭୁବନେଶ୍ୱର: ନିକଟରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ କରିବା ପ୍ରସଙ୍ଗକୁ ନେଇ ହାଇକୋର୍ଟ ଏକ ବଡ଼ ରାୟ
Read More...

ଗରିବଙ୍କ ମୁଣ୍ଡ ଉପରେ ଛାତକୁ ବିରୋଧ କରୁଛି ବିଜେପି

ବିଜେପି ଅଭିଯୋଗ ଉପରେ ଜବାବ ଦେଲା ବିଜେଡି ଭୁବନେଶ୍ୱର: ଓଡିଶାରେ ହତାଶ ହୋଇପଡିଥିବା ନିଜର ଦଳର କର୍ମୀମାନଙ୍କ ମନୋବଳ ବଢାଇବା ରାଜ୍ୟ ବିଜେପି ସଭାପତିଙ୍କ ପାଇଁ କେତେ କଷ୍ଟକର ତାହା ଆମେ ଜାଣିଛୁ। ଆଜି ତାଙ୍କର ସାମ୍ବାଦିକ ସମ୍ମିଳନୀ ହେଉଛି ଏଭଳି ହତୋତ୍ସାହିତ କର୍ମୀଙ୍କୁ ଉତ୍ସାହିତ
Read More...