ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ
Browsing Tag

odisha administrative

କିଏ ହେବେ ପରବର୍ତ୍ତୀ ରାଜ୍ୟ ମୁଖ୍ୟ ସୂଚନା କମିସନର

ଅଗଷ୍ଟ ୧୫ରେ ରାଜ୍ୟ ମୁଖ୍ୟ ସୂଚନା କମିସନର ସୁନୀଲ ମିଶ୍ରଙ୍କ କାର୍ଯ୍ୟକାଳ ସରୁଛିଜୁଲାଇ ୩୧ ତାରିଖ ସୁଦ୍ଧା କରିବାକୁ ହେବ ଆବେଦନ, ଡିସିଙ୍କ ଅଧ୍ୟକ୍ଷତାରେ କମିଟିପୁଲିସ ଡିଜି ଅଭୟ, ବରିଷ୍ଠ ଆଇପିଏସ୍ ଏମ୍ ଅକ୍ଷୟଙ୍କ ନାମକୁ ନେଇ ଚାଲିଛି ଚର୍ଚ୍ଚା ଭୁବନେଶ୍ବର: ରାଜ୍ୟ ମୁଖ୍ୟ ସୂଚନା କମିସନ
Read More...

ଆଇଏଏସ୍, ଆଇପିଏସ୍ ବାବୁଙ୍କ ସ୍ଥିତି ଏବେ କଣ?

ଭୁବନେଶ୍ବର: ରାଜନୈତିକ ଲଢେଇରେ ପ୍ରଶାସନିକ ଅଧିକାରୀ ବା ବ୍ୟୁରୋକ୍ରାଟ୍ସଙ୍କ ସ୍ଥିତି ଅଧିକ ସମ୍ବେଦନଶୀଳ ହୋଇପଡ଼ୁଛି କି? ବ୍ୟୁରୋକ୍ରାଟ୍ସମାନେ ସମ୍ବିଧାନର ଲକ୍ଷ୍ମଣରେଖା ଡେଇଁ ରାଜନୈତିକ କାର୍ଯ୍ୟ ଭିତରକୁ ଧସେଇ ପଶୁଛନ୍ତି କି? କୋଲକାତାର ପୂର୍ବତନ ମୁଖ୍ୟଶାସନ ସଚିବ ଆଲାପନ୍
Read More...

ଅକଳରେ ପକାଇଦେଇଛନ୍ତି ଆଇଏଏସ୍ ବାବୁ

୪ ଅଫିସରଙ୍କ ନିଯୁକ୍ତିରେ ବିଳମ୍ବ ଆଇଏଏସ୍‌ ଅଦଳବଦଳକୁ ପ୍ରଭାବିତ କଲେଣିଜଣେ ଜଣେ ଅଧିକାରୀଙ୍କ ହାତରେ ଏକାଧିକ ବିଭାଗ, କାହା ସହ କାହାର ତାଳମେଳ ନାହିଁବିହାରରୁ ଡେପୁଟେସନରୁ ଫେରି ମନୀଷ ପୁଣି ୪ମାସ ପାଇଁ ଗଲେ ଛୁଟିରେସଂଜୀବ ଚୋପ୍ରା କେନ୍ଦ୍ରୀୟ ଡେପୁଟେସନରେ ଗଲେ ଅନୁ ଗର୍ଗ ଏସିଏସ୍‌
Read More...