ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ
Browsing Tag

odisha administrative

କିଏ ହେବେ ପରବର୍ତ୍ତୀ ରାଜ୍ୟ ମୁଖ୍ୟ ସୂଚନା କମିସନର

ଅଗଷ୍ଟ ୧୫ରେ ରାଜ୍ୟ ମୁଖ୍ୟ ସୂଚନା କମିସନର ସୁନୀଲ ମିଶ୍ରଙ୍କ କାର୍ଯ୍ୟକାଳ ସରୁଛିଜୁଲାଇ ୩୧ ତାରିଖ ସୁଦ୍ଧା କରିବାକୁ ହେବ ଆବେଦନ, ଡିସିଙ୍କ ଅଧ୍ୟକ୍ଷତାରେ କମିଟିପୁଲିସ ଡିଜି ଅଭୟ, ବରିଷ୍ଠ ଆଇପିଏସ୍ ଏମ୍ ଅକ୍ଷୟଙ୍କ ନାମକୁ ନେଇ ଚାଲିଛି ଚର୍ଚ୍ଚା ଭୁବନେଶ୍ବର: ରାଜ୍ୟ ମୁଖ୍ୟ ସୂଚନା କମିସନ…
Read More...

ଆଇଏଏସ୍, ଆଇପିଏସ୍ ବାବୁଙ୍କ ସ୍ଥିତି ଏବେ କଣ?

ଭୁବନେଶ୍ବର: ରାଜନୈତିକ ଲଢେଇରେ ପ୍ରଶାସନିକ ଅଧିକାରୀ ବା ବ୍ୟୁରୋକ୍ରାଟ୍ସଙ୍କ ସ୍ଥିତି ଅଧିକ ସମ୍ବେଦନଶୀଳ ହୋଇପଡ଼ୁଛି କି? ବ୍ୟୁରୋକ୍ରାଟ୍ସମାନେ ସମ୍ବିଧାନର ଲକ୍ଷ୍ମଣରେଖା ଡେଇଁ ରାଜନୈତିକ କାର୍ଯ୍ୟ ଭିତରକୁ ଧସେଇ ପଶୁଛନ୍ତି କି? କୋଲକାତାର ପୂର୍ବତନ ମୁଖ୍ୟଶାସନ ସଚିବ ଆଲାପନ୍…
Read More...

ଅକଳରେ ପକାଇଦେଇଛନ୍ତି ଆଇଏଏସ୍ ବାବୁ

୪ ଅଫିସରଙ୍କ ନିଯୁକ୍ତିରେ ବିଳମ୍ବ ଆଇଏଏସ୍‌ ଅଦଳବଦଳକୁ ପ୍ରଭାବିତ କଲେଣିଜଣେ ଜଣେ ଅଧିକାରୀଙ୍କ ହାତରେ ଏକାଧିକ ବିଭାଗ, କାହା ସହ କାହାର ତାଳମେଳ ନାହିଁବିହାରରୁ ଡେପୁଟେସନରୁ ଫେରି ମନୀଷ ପୁଣି ୪ମାସ ପାଇଁ ଗଲେ ଛୁଟିରେସଂଜୀବ ଚୋପ୍ରା କେନ୍ଦ୍ରୀୟ ଡେପୁଟେସନରେ ଗଲେ ଅନୁ ଗର୍ଗ ଏସିଏସ୍‌…
Read More...