ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Tag

odisha monsoon

ଅଧା ଓଡ଼ିଶା ପାଇଁ ଘୋଟି ଆସିଲାଣି ବିପଦ

୧୧ ଜିଲ୍ଲାର ୧୫୨ ବ୍ଲକରେ ଚାଷ କାମ ପ୍ରଭାବିତ ହେଲାଣିଜୁନ ମାସରେ ରାଜ୍ୟରେ ୧୫ ପ୍ରତିଶତ କମ୍ ବର୍ଷା ରେକର୍ଡଲଘୁଚାପ ସୂଚନା ନାହିଁ, ୧୦ ତାରିଖ ଯାଏ ବର୍ଷା ସମ୍ଭାବନା କ୍ଷୀଣ ଭୁବନେଶ୍ବର: ରାଜ୍ୟରେ ମହାମାରୀ ସ୍ଥିତି ଗମ୍ଭୀର ରହିଛି। ଲୋକେ ଜୀବନ ଓ ଜୀବିକାକୁ ନେଇ ଚିନ୍ତାରେ ଅଛନ୍ତି।
Read More...

ବର୍ଷା ସାରିଦେବ ରଜ ମଉଜ

ଭୁବନେଶ୍ବର: ସାରା ରାଜ୍ୟରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ୧୪ ଓ ୧୫ ତାରିଖରେ ଅନେକ ସ୍ଥାନରେ ଭାରି ବର୍ଷା ହେବ। ଅନେକ ସ୍ଥାନରେ ସମୁଦାୟ ବର୍ଷା ପରିମାଣ ୧୫୦ ମିମି ପର୍ଯ୍ୟନ୍ତ ବଢିଯାଇପାରେ। କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ। ଭୀଷଣ ବର୍ଷା
Read More...