ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍
Browsing Tag

odisha news

ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛିମହାପ୍ରଭୁଙ୍କ ନୀତିକାନ୍ତି ଓ କୋଭିଡ ନିୟମ ପାଳନକୁ ଗୁରୁତ୍ବ ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ
Read More...

ଆଜି ଶ୍ରୀଜୀଉଙ୍କ ଘଣାଲାଗି ନୀତି

ପୁରୀ: ଆଜି ଶ୍ରୀଜୀଉଙ୍କ ଅଣସର ତ୍ରୟୋଦଶୀରେ ଘଣାଲାଗି ନୀତି ଅନୁଷ୍ଠିତ ହେବ । ଗତକାଲି ଗଜପତି ମହାରାଜାଙ୍କୁ ସେବକମାନେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦେବା ସହ ରଥଯାତ୍ରାର ସୁପରିଚାଳନା ନେଇ ଆଲୋଚନା କରିଥିଲେ। ଆଜି ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉଙ୍କୁ ଘଣା ଲାଗି ପରେ ଖଳି
Read More...

ଦେଶର ଷ୍ଟିଲ ହବ୍ ହେବ ଓଡିଶା

ସ୍ୱପ୍ନ ଦେଖାଇଲେ ନବୀନ..ଖୁବଶୀଘ୍ର ହେବ ପୂରଣ ଶିଳ୍ପାୟନ କ୍ଷେତ୍ରରେ ଆଉ ପାଦେ । ନିବେଶ ବଢିବ ନିଯୁକ୍ତି ମିିଳିବ ।ରାଜ୍ୟକୁ ଆସିବ ଦେଢ଼ ଲକ୍ଷ କୋଟିର ନିବେଶ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ୫ଟି ବଡ଼ ପ୍ରକଳ୍ପକୁ ମଂଜୁରୀ ମିଳିଛି । ୫ଟି ପ୍ରକଳ୍ପରେ ୧
Read More...

ରଥଯାତ୍ରାରେ ଛେରା ପହଁରା କରିବେ ଗଜପତି

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବ ରଥଯାତ୍ରା ଦିନ ଛେରା ପହଁରା କରିବେ। ଆଜି ନିଜେ ଗଜପତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମହାରାଜା କହିଛନ୍ତି ଯେ ସ୍ନାନ ଯାତ୍ରାକୁ ନ ଯାଇ ଆମେ ରଥଯାତ୍ରାକୁ ଯିବାକୁ ନିଷ୍ପତ୍ତି ନେଇଛୁ। ଆମ ଦୃଷ୍ଟିରୁ ରଥଯାତ୍ରା ହେଉଛି ମହାପ୍ରଭୁଙ୍କର ମୁଖ୍ୟ
Read More...

ଘର କେଳେଙ୍କାରୀ: କାହା ଭୁଲରୁ ପଛେଇଗଲା ଓଡ଼ିଶା?

ଭୁବନେଶ୍ବର: ଯାଜପୁର ଜିଲ୍ଲା ବଡଚଣା ଆସନରେ ୨୦୦୪ ମସିହାରେ ବିଜୁ ଜନତା ଦଳ ହାରିବା ପଛର ବଡ଼ କାରଣ ଥିଲା ଇନ୍ଦିରା ଆବାସ ପ୍ରସଙ୍ଗ। ଗୃହ ନିର୍ମାଣ କେଳେଙ୍କାରୀ କାରଣରୁ ଆଇଏଏସ୍ ଅଫିସର ବିନୋଦ କୁମାରଙ୍କୁ ଜେଲ୍ ଯିବାକୁ ପଡ଼ିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାରର
Read More...

ସୁସ୍ଥ ହେଲେ ମହାପ୍ରଭୁ

ପୁରୀ: ସ୍ନାନ କରି ଜ୍ବରରେ କମ୍ପୁଥିବା ମହାପ୍ରଭୁଙ୍କ ସ୍ବାସ୍ଥ୍ୟରେ ବଡ଼ ଉନ୍ନତି ଆସିଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଠାକୁର, ଦେବୀ ସୁଭଦ୍ରା ଓ ସୁଦର୍ଶନ ସମସ୍ତେ ସୁସ୍ଥ ହୋଇଛନ୍ତି।ଶତାଧିକ ଦଇତାପତି ମହାପ୍ରଭୁଙ୍କ ସେବାରେ ଲାଗିଥିଲେ। ଫୁଲୁରି ତେଲ ଓ ଦଶମୂଳ ବି ଲାଗି କରାଯାଇଥିଲା।
Read More...

ଚିଲିକାରେ ବଡ଼ ପରିବର୍ତ୍ତନ ସଙ୍କେତ ମିଳିଲା

ମଧୁର ଜଳ ଅଂଶ କମୁଛି,ଲୁଣା ପାଣି ବଢ଼ୁଛିମୁହଁ ମୋଡ଼ିଲେଣି ବିଦେଶରୁ ଆସୁଥିବା ପକ୍ଷୀବେଆଇନ ଘେରି ନେଇ ତାଗିଦ୍ କରିଛନ୍ତି ହାଇକୋର୍ଟସରକାର ବେଫିକର, କେଉଁଥିକି ବି ଧ୍ୟାନ ନାହିଁ ଭୁବନେଶ୍ୱର: ନିକଟରେ ଚିଲିକାରେ ବେଆଇନ ଘେରି ଉଚ୍ଛେଦ କରିବା ପ୍ରସଙ୍ଗକୁ ନେଇ ହାଇକୋର୍ଟ ଏକ ବଡ଼ ରାୟ
Read More...

ଟାର୍ଗେଟକୁ ବି ଟପିଗଲେ

ରେକର୍ଡ ଟିକାଦାନ: ୪ ଲକ୍ଷ ୨ ହଜାର ୪୩୪ ଡୋଜ ଦିଆଯାଇଛି୨୧ ଜୁନରେ ସର୍ବାଧିକ ୩ ଲକ୍ଷ ୩୨ ହଜାର ୭୧୭ ଟିକାଦାନ ହୋଇଥିଲା ରାଜ୍ୟରେ ଦିନକରେ ରେକର୍ଡ ଟିକାଦାନ । ଦିନକରେ ୪ ଲକ୍ଷରୁ ଅଧିକ ଟିକାକରଣ ହୋଇଛି ଓଡିଶାରେ । ଆଜି ୪ ଲକ୍ଷ ୨ ହଜାର ୪୩୪ ଡୋଜ ଦିଆଯାଇଛି। ଯାହା ଗୋଟିଏ ଦିନରେ
Read More...

ଗରିବଙ୍କ ମୁଣ୍ଡ ଉପରେ ଛାତକୁ ବିରୋଧ କରୁଛି ବିଜେପି

ବିଜେପି ଅଭିଯୋଗ ଉପରେ ଜବାବ ଦେଲା ବିଜେଡି ଭୁବନେଶ୍ୱର: ଓଡିଶାରେ ହତାଶ ହୋଇପଡିଥିବା ନିଜର ଦଳର କର୍ମୀମାନଙ୍କ ମନୋବଳ ବଢାଇବା ରାଜ୍ୟ ବିଜେପି ସଭାପତିଙ୍କ ପାଇଁ କେତେ କଷ୍ଟକର ତାହା ଆମେ ଜାଣିଛୁ। ଆଜି ତାଙ୍କର ସାମ୍ବାଦିକ ସମ୍ମିଳନୀ ହେଉଛି ଏଭଳି ହତୋତ୍ସାହିତ କର୍ମୀଙ୍କୁ ଉତ୍ସାହିତ
Read More...

ମହିଳାଙ୍କୁ ମାରିଲା କିଏ?

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୀମଟାଙ୍ଗିର ଫେଜ୍-୧ ଅଞ୍ଚଳରେ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବନ୍ଦ ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତା’ସହିତ ଜଣେ ପୁରୁଷଙ୍କୁ ଗୁରୁତର ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି ।
Read More...