Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
Browsing Tag
odisha news
୨୭୧ ଜଣଙ୍କ ବଢିଲା, ୪୫୯ ଜଣଙ୍କ କମିଲା
ଭୁବନେଶ୍ବର: ପ୍ରକାଶ ପାଇଲା ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା ଫଳାଫଳ। ପାସହାର ରହିଛି ୮୦. ୮୩ ପ୍ରତିଶତ। ୮ ହଜାର ୪୯୧ ଜଣଙ୍କ ମଧ୍ୟରୁ ୫ ହଜାର ୨୩୩ ଜଣ ଛାତ୍ରାଛାତ୍ରୀ ପାସ କରିଛନ୍ତି। ସେଥିରୁ ୩ ହଜାର ୧୦୦ ଜଣ ଛାତ୍ର ଥିବା ବେଳେ ୨ ହଜାର ୧୩୩ ଜଣ ଛାତ୍ରୀ ଅଛନ୍ତି।
ମାର୍କରେ ଅସନ୍ତୁଷ୍ଟ!-->!-->!-->…
Read More...
Read More...
ପୁଣି କେନ୍ଦ୍ରକୁ ବାଣ ମାରିଲା ବିଜେଡି, ଏଥର ଜାତି କାର୍ଡ
ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ଲଢେଇରେ ସାମିଲ ହେବାକୁ ବିଜେଡିର ଆହ୍ୱାନଜାତିଭିତ୍ତିକ ଜନଗଣନା ଓ ୫୦% ସଂରକ୍ଷଣ ସୀମା ଉଠାଇବା ଦାବି ଜୋରଦାରନବୀନଙ୍କୁ ଅନୁସରଣ କରୁଛନ୍ତି ବିଭିନ୍ନ ରାଜ୍ୟର ନେତା ଓ ରାଜନୈତିକ ଦଳ ଓଡିଶାରେ ଏହି ଲଢେଇରେ ସାମିଲ ପାଇଁ ବିଜେପି ନେତାଙ୍କୁ ଆହ୍ୱାନଦାବି ହାସଲ ନ!-->…
Read More...
Read More...
‘ଆମ ଓଡିଶାର ପିଲାମାନେ କାହା ଠାରୁ କମ୍ ନୁହନ୍ତି’
ସୁଯୋଗ ଦେଲେ ସେମାନେ ଇତିହାସ ସୃଷ୍ଟି କରିପାରିବେ,ହକିରେ ଅଲମ୍ପିକ ମେଡାଲ ଏହାର ପ୍ରକୃଷ୍ଟ ଉଦାହରଣ: ମୁଖ୍ୟମନ୍ତ୍ରୀଦ୍ବିତୀୟ ପର୍ଯ୍ୟାୟରେ ହିଞ୍ଜିଳିର ଆଉ ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀସ୍କୁଲ ରୂପାନ୍ତରୀକରଣ ଆମର ଆତ୍ମବିଶ୍ବାସ ବୃଦ୍ଧି କରିଛି: ଛାତ୍ରଛାତ୍ରୀ
ଭୁବନେଶ୍ୱର:!-->!-->!-->…
Read More...
Read More...
କୋଭିଡ୍ ମହାମାରୀ ଲାଗି ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମାନିତ
ଭୁବନେଶ୍ୱର : କନ୍ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଇଣ୍ଡଷ୍ଟ୍ରି (ସିଆଇଆଇ) ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ “ଆଇସିଟି ଆୱାର୍ଡ: ଫୋକସ୍ କୋଭିଡ୍-୧୯” କାର୍ଯ୍ୟକ୍ରମରେ ସମ୍ ଅଲ୍ଟିମେଟ୍ ମେଡିକେୟାର, ମଲ୍ଟି ସ୍ପେସିଆଲିଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍ ସେବା କ୍ଷେତ୍ରରେ ଦ୍ୱିତୀୟ!-->…
Read More...
Read More...
କାହିଁକି ଆଗ ହାଇସ୍କୁଲରୁ ରୂପାନ୍ତରୀକରଣ ପ୍ରକ୍ରିୟା?
ନବୀନଙ୍କ ରଣନୀତି ବିରୋଧୀଙ୍କ ପାଇଁ ଅବୁଝା
ଭୁବନେଶ୍ବର: ବିଦ୍ଯାଳୟର ରୂପାନ୍ତରୀଣକରଣ ଆରମ୍ଭ ହୋଇଛି; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ। ଗୋଟିଏ କି ଦୁଇଟି ନୁହେଁ, ପାଖାପାଖି ୮ ହଜାର ହାଇସ୍କୁଲର କଳେବର ରାଜ୍ୟ ସରକାର ବଦଳାଇବାକୁ ମନସ୍ଥ କରିଛନ୍ତି।!-->!-->!-->…
Read More...
Read More...
କେନ୍ଦ୍ରୀୟ ପ୍ରକଳ୍ପର ସମୀକ୍ଷା କଲେ ଧର୍ମେନ୍ଦ୍ର
ଭୁବନେଶ୍ୱରରେ ଏନ୍ଏଚ୍ ଓ ଏନଏଚ୍ଏଆଇ ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷାକୋଷ୍ଟାଲ ହାଇୱେ, ଭୁବନେଶ୍ୱର ରିଙ୍ଗ୍ ରୋଡ୍, ପାରାଦୀପ-ବଡ଼ବିଲ ପ୍ରକଳ୍ପ ଆଲୋଚନାନିର୍ଦ୍ଧାରିତ ସମୟରେ ସବୁ ପ୍ରକଳ୍ପ ସାରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱ
ଭୁବନେଶ୍ୱର:!-->!-->!-->…
Read More...
Read More...
ବଦଳିଲା ସ୍କୁଲ ଚେହେରା, ବଦଳିବ ଏବେ ପାଠପଢା
ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ, ୫୦ଟି ସ୍କୁଲ କାର୍ଯ୍ୟ ସଂପୂର୍ଣ୍ଣଆଜି ୧୦ଟିକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ସାମିଲ ହେଲେ ମନ୍ତ୍ରୀ ଓ ବିଧାୟକଗଣସ୍କୁଲ ରୂପାନ୍ତରଣ ହେଉଛି '୫-ଟି'ର କ୍ଲାସିକ ଉଦାହରଣ ବୋଲି କହିଲେ ମୁଖ୍ୟମନ୍ତ୍ରୀରୂପାନ୍ତରଣ ପିଲାଙ୍କ ସ୍ବପ୍ନକୁ!-->…
Read More...
Read More...
ଓଡ଼ିଶା ଶିକ୍ଷା ବିକାଶରେ ଯୋଡି ହେଲେ ଧର୍ମେନ୍ଦ୍ର
ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ବୈଠକରାଜ୍ୟର ୫୦ ହଜାର ସରକାରୀ ସ୍କୁଲରେ ପାଣି, ବିଜୁଳି, ଶୌଚାଳୟ, ଇଣ୍ଟରନେଟ୍ ଯୋଗାଣ କରାଯିବବିଦ୍ୟାଳୟରେ ଶିକ୍ଷା ସହ ଧନ୍ଦାମୂଳକ ଶିକ୍ଷା ପାଇଁ ୧୫୦ ସ୍କୁଲକୁ ନେଇ ପାଇଲଟ୍!-->…
Read More...
Read More...